ବ୍ୟବହାରକାରୀଙ୍କ ଆଲୋଚନା:Sarojkumaror
![](http://upload.wikimedia.org/wikipedia/commons/thumb/b/b1/Vegan_chocolate_chip_cookies_on_dish_with_floral_designs.jpg/250px-Vegan_chocolate_chip_cookies_on_dish_with_floral_designs.jpg)
![](http://upload.wikimedia.org/wikipedia/commons/thumb/7/79/Face-smile.svg/20px-Face-smile.svg.png)
ଆଦରର Sarojkumaror,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନଙ୍କ ସହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ସ୍ତମ୍ଭ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! -ansuman (ମୋ ଆଲୋଚନା) ୧୨:୦୯, ୨୪ ଜୁଲାଇ ୨୦୧୧ (UTC)
ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ[ସମ୍ପାଦନା]
![](http://upload.wikimedia.org/wikipedia/commons/thumb/6/6f/WCI_banner.png/650px-WCI_banner.png)
ଆଜ୍ଞା ନମସ୍କାର Sarojkumaror,
ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି । ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ। ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ । ୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ। |
---|