ବିଶ୍ୱ ତମାଖୁହୀନ ଦିବସ

ଉଇକିପିଡ଼ିଆ‌ରୁ
(ବିଶ୍ଵ ତମାଖୁହୀନ ଦିବସରୁ ଲେଉଟି ଆସିଛି)
ପାଉଁଶ ଦାନୀରେ ସତେଜ ଫୁଲ ବିଶ୍ୱ ତମାଖୁହୀନ ଦିବସର ସଂକେତ

ବିଶ୍ୱ ତମାଖୁହୀନ ଦିବସ ପ୍ରତିବର୍ଷ ୩୧ ମଇରେ ପୃଥିବୀ ସାରା ପାଳନ କରାଯାଇଥାଏ । ଏହା ୨୪ ଘଣ୍ଟା ଧରି ପୃଥିବୀରେ ତମାଖୁର ବ୍ୟବହାରକୁ ପୁରାପୁରି ବନ୍ଦ କରିବା ଲକ୍ଷରେ କରାଯାଇଥାଏ । ଏହା ଆହୁରି ମଧ୍ୟ ସ୍ୱାସ୍ଥ୍ୟ ଉପରେ ବିଶ୍ୱରେ ତମାଖୁର ଖରାପ ପ୍ରଭାବ ଉପରେ ଜନସଚେତନତା ତିଆରି କରିବାକୁ ପାଳନ କରାଯାଇଥାଏ ଯାହା ଏବେ ପୃଥିବୀରେ ବାର୍ଷିକ ୫୪ ଲକ୍ଷ ମରଣର କାରଣ ସାଜିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ୧୯୮୭ରେ ବିଶ୍ୱ ତମାଖୁହୀନ ଦିବସ ପ୍ରଥମକରି ଆରମ୍ଭ କରିଥିଲେ । ଗତ ୨୦ ବର୍ଷ ଧରି, ଏହି ଦିବସ ସରକାର, ସାମାଜିକ ସ୍ୱାସ୍ଥ୍ୟ ସଙ୍ଗଠନ, ଧୂମପାନକାରୀ, ତମାଖୁ ଚାଷୀ ଓ କାରଖାନାମାନେ ଏହି ଦିବସ ସପକ୍ଷ ଓ ବିପକ୍ଷରେ ମତ ଦେଇଛନ୍ତି ।

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଓ ବିଶ୍ୱ ତମାଖୁହୀନ ଦିବସ[ସମ୍ପାଦନା]

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନଦ୍ୱାରା ପାଳନ କରାଯାଉଥିବା ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ, ବିଶ୍ୱ ଏଡ୍ସ ଦିବସବିଶ୍ୱ ରକ୍ତଦାନକାରୀ ଦିବସ ଆଦିସ୍ୱାସ୍ଥ୍ୟ ସଚେତନତା ଦିବସମାନଙ୍କ ମଧ୍ୟରୁ ବିଶ୍ୱ ତମାଖୁହୀନ ଦିବସ ଅନ୍ୟତମ ।

ଆହୁରି ଦେଖନ୍ତୁ[ସମ୍ପାଦନା]

ଆଧାର[ସମ୍ପାଦନା]

ବାହାର ଆଧାର[ସମ୍ପାଦନା]