ଲୋଥଲ

ଉଇକିପିଡ଼ିଆ‌ରୁ

ଲୋଥଲ (ଗୁଜରାଟୀ: લોથલ ) ଭାରତର ପଶ୍ଚିମ ଭାଗରେ ଅବସ୍ଥିତ ଗୁଜରାଟ ପୁରୁଣା ରାଜଧାନୀ ଅହମଦାବାଦଠାରୁ ଦକ୍ଷିଣ-ପଶ୍ଚିମ ଦିଗକୁ ୮୦କି.ମି ଦୂର ସରଗବାଲାଠାରେ ଅବସ୍ଥିତ । ଏହାର ଆବିଷ୍କାର ୧୯୫୪ ମସିହା ନଭେମ୍ବର ମାସରେ ହୋଇଥିଲା । ଲୋଥର ଶବ୍ଦର ଅର୍ଥ ମୃତ୍ୟୁ ହେଇଥିବାକୁ ବୁଝାଏ । ଲୋଥଲ କେନ୍ଦ୍ର ସରକାରଙ୍କଦ୍ୱାରା ପରିଚାଳିତ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗର ଏକ ପୁରାତନ ସଂସ୍କୃତିକ ସ୍ଥଳ । ଲୋଥଲକୁ ବହୁତ ପ୍ରାଚୀନ ବୋଲି କୁହାଯାଉଛି । ଏହାର ସମୟକାଳ ଖ୍ରୀ.ପୂ ୨୪୫୦ରୁ ଖ୍ରୀ.ପୂ ୧୯୦୦ ବୋଲି ଅନୁମାନ କରାଯାଏ ।

ଆଧାର[ସମ୍ପାଦନା]

ବାହାର ତଥ୍ୟ[ସମ୍ପାଦନା]