ଉଇକିପିଡ଼ିଆ:ମାସର ବଛା ଲେଖା/ସେପ୍ଟେମ୍ବର ୨୦୧୨

ଉଇକିପିଡ଼ିଆ‌ରୁ

ଗଣେଶ

ଗଣେଶ, ଗଣପତି ବା ବିନାୟକ ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ ।

ଶ୍ରୀଗଣେଶ ଗଜାନନ ରୂପରେ ହିଁ ସର୍ବତ୍ର ପରିଚିତ । ବିଘ୍ନହନ୍ତା ରୂପରେ ମଧ୍ୟ ତାଙ୍କୁ ପୂଜା କରାଯାଏ । ଆଉମଧ୍ୟ ସେ ଆଦ୍ୟପୂଜିତ ଓ ବିଘ୍ନେଶ । ତା ସହିତ ସେ ହେଉଛନ୍ତି ବୁଦ୍ଧି, ବିଦ୍ୟା ବା ଜ୍ଞାନର ଦେବତା, ବିଦ୍ୟାଦାତା । ସେ ପ୍ରତ୍ୟେକ ପୂଜାର ପ୍ରାରମ୍ଭରେ ପୂଜିତ ହୁଅନ୍ତି ଓ ବିଦ୍ୟାରମ୍ଭରେ ମଧ୍ୟ ତାଙ୍କରି ଆବାହନ କରାଯାଇଥାଏ।

ପୁରା ପଢନ୍ତୁ...