ଓଡ଼ିଶାର ହାତକାମ

ଉଇକିପିଡ଼ିଆ‌ରୁ

ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାରର ହାତତିଆରି କଳାକୃତି ଦେଖିବାକୁ ମିଳିଥାଏ । ବାନ୍ଧ ତଥା ଅନ୍ୟାନ୍ୟ ହାତବୁଣା ଲୁଗା, କାଠ, ପଥର ଖୋଦେଇ, କଂସା-ପିତ୍ତଳ ଓ ସୁନା-ରୂପା କାମ, ଝୋଟି ଚିତା, ପଟ୍ଟଚିତ୍ର, ଚାନ୍ଦୁଆ କାମ ତଥା ଆହୁରି ଅନେକ ପ୍ରକାରର ହାତକାମ ପାଇଁ ଓଡ଼ିଶାର ଅନେକ ଜାଗା ଜଣାଶୁଣା ।

ହାତବୁଣା ଲୁଗା[ସମ୍ପାଦନା]

ଅନ୍ୟାନ୍ୟ[ସମ୍ପାଦନା]