କ୍ରିକେଟ
ଉଇକିପିଡ଼ିଆ ରୁ
A bowler bowling to a batsman. The paler strip is the cricket pitch. The two sets of three wooden stumps on the pitch are the wickets. The two white lines are the creases. |
|
| Highest governing body | International Cricket Council |
|---|---|
| First played | 16th century (modern) |
| Characteristics | |
| Team members | 11 players per side substitute fielders (only) are permitted in cases of injury or illness |
| Mixed gender | Single |
| Categorization | Team, Bat-and-ball |
| Equipment | Cricket ball, cricket bat, wicket: stumps, bails |
| Venue | Cricket field |
| Olympic | 1900 Summer Olympics only |
କ୍ରିକେଟ ବ୍ୟାଟ ଏବଂ ବଲକୁ ନେଇ ଖେଳାଯାଉଥିବା ଏକ ଖେଳ ଅଟେ । ଏହା ଦୁଇ ଦଳ ଓ ପ୍ରତି ଦଳରେ ୧୧ ଜଣ ଖେଳାଳୀଙ୍କୁ ନେଇ ଖେଳାଯାଇଥାଏ । ଏଥିରେ ଗୋଟିଏ ଦଳ ପ୍ରଥମେ ବ୍ୟାଟିଂ କରି ଅଧିକରୁ ଅଧିକ ଦୌଡ(Run) ସ୍କୋର କରିବାକୁ ଚେଷ୍ଟା କରିବା ବେଳେ, ଦ୍ଵିତୀୟ ଦଳ ବୋଲିଂ ତଥା କ୍ଷେତ୍ରରକ୍ଷଣ (ଫିଲ୍ଡିଂ | Fielding) କରିଥାନ୍ତି । ବ୍ୟାଟିଂ କରୁଥିବା ଦଳର ସମସ୍ତ ଖେଳାଳୀ ଆଉଟ କିମ୍ବା ଏକ ନିର୍ଦ୍ଧାରିତ ଓଭରର ବୋଲିଂ ଶେଷ ହେବା ପରେ ଦ୍ଵିତୀୟ ଦଳ ବ୍ୟାଟିଂ କରି, ପ୍ରଥମ ଦଳ ସ୍କୋର କରିଥିବା ଦୌଡ (Run)କୁ ହାସିଲ କରିବାକୁ ଚେଷ୍ଟା କରିଥାନ୍ତି । ଖେଳର ପରିଣାମ ସର୍ବାଧିକ ଦୌଡ(Run) ଉପରେ ନିର୍ଭର କରିଥାଏ ।
ବିଷୟସୂଚୀ |
ଇତିହାସ [ସମ୍ପାଦନା]
ନିତୀ ନିୟମ [ସମ୍ପାଦନା]
ଆଧାର [ସମ୍ପାଦନା]
ବାହାର ତଥ୍ୟ [ସମ୍ପାଦନା]
କ୍ରିକେଟ ସଙ୍ଗେ ଯୋଡ଼ାଥିବା ଉଇକିମିଡ଼ିଆ କମନସରେ ଥିବା ମିଡ଼ିଆ- International Cricket Council (ICC)
- MCC – the official Laws of Cricket
| ଏହି ଲେଖାଟି ଏକ ଅସଂପୂର୍ଣ୍ଣ ଲେଖା, ଆପଣ ଏହାକୁ ଏଠାରେ ବଦଳାଇ ଉଇକିପିଡ଼ିଆକୁ ଉନ୍ନତ କରିପାରିବେ । |