ଗୁଣୁପୁର

ଉଇକିପିଡ଼ିଆ ରୁ
ଗୁଣୁପୁର
—  ସହର  —
ଗୁଣୁପୁର
ଗୁଣୁପୁରର ଅବସ୍ଥାନ
ଓଡ଼ିଶାରେ ଓ ଭାରତ
ଦିଗବାରେଣି 19.08°N 83.82°E / 19.08°N 83.82°E / 19.08; 83.82ଦିଗବାରେଣି: 19.08°N 83.82°E / 19.08°N 83.82°E / 19.08; 83.82
ଦେଶ ଭାରତ
ରାଜ୍ୟ ଓଡ଼ିଶା
ଭାରତର ଜିଲାସବୁ ରାୟଗଡ଼ା
ଲୋକସଂଖ୍ୟା ୨୪,୭୦୬
ସମୟ ଜୋନ ଆ.ଏସ.ଟି (ୟୁଟିସି +୫.୩୦)
ପରିସୀମା

ସମୁଦ୍ର ପତ୍ତନଠାରୁ ଉଚ୍ଚତା


୮୩ ମିଟରs ( ଫୁଟ)

ଗୁଣୁପୁର,ରାୟଗଡ଼ା ଜିଲ୍ଲାର ଏକ ପ୍ରମୁଖ ସହର ଓ ଗୁଣୁପୁର ଉପଖଣ୍ଡର (ସବ୍‌ ଡିଭିଜନ୍) ସଦର ମହକୁମା ଅଟେ ।

ଇତିହାସ[ସମ୍ପାଦନା]

ଗୁଣୁପୁର ସହରଟି ପ୍ରଥମେ ଛୋଟ ଏକ ଗାଁ କାମ୍ପଗୁଡା ନାମରେ ପରିଚିତ ଥିଲା । ବର୍ତ୍ତମାନ ସହରରେ ସଂଖ୍ୟାଧିକ ଲୋକ ମୂଖ୍ୟତଃ ଓଡିଆ ଏବଂ ତେଲୁଗୁ କହନ୍ତି । ଆଦିବାସୀ ସଂପ୍ରଦାୟ ସୌରା ଏବଂ କୁଇ ଭାଷା ବ୍ୟବହାର କରନ୍ତି । ଗୁଣୁପୁରର ସରକାରୀ ହାଇସ୍କୁଲ ଟି ଜିଲ୍ଲାର ସର୍ବପ୍ରାଚୀନ ଉଚ୍ଚ ବିଦ୍ୟାଳୟ ମଧ୍ୟରୁ ଅନ୍ୟତମ । ସ୍ଥାନୀୟ ଗୁଣୁପୁର ମହାବିଦ୍ୟାଳୟ ୧୯୭୩ ମସିହାରେ ପ୍ରତିଷ୍ଠା ହୋଇଥିଲା ।

ଭୂଗୋଳ[ସମ୍ପାଦନା]

ଗୁଣୁପୁରର ଭୌଗୋଳିକ ଅବସ୍ଥିତି ହେଉଛି ଦ୍ରା: ୧୯.୦୮°N , ଅ: ୮୩.୮୨°E ।[୧] ସମୁଦ୍ର ପତ୍ତନରୁ ଏହାର ଉଚ୍ଚତା ୮୩ ମିଟର(୨୭୨ ଫୁଟ)। ବଂଶଧାରା ନଦୀ କୁଳରେ ଅବସ୍ଥିତ ଏହି ସହରଟି ସମତଳ ଓ ପାହାଡିଆ ଅଞ୍ଚଳକୁ ନେଇ ଗଠିତ । ରାଜ୍ୟ ସଡକପଥ SH-17 ଦ୍ବାରା ଏହି ସହର ରାଜ୍ୟର ଅନ୍ୟାନ୍ୟ ସହର ସହ ସଂଯୁକ୍ତ । ପୂର୍ବତଟ ରେଳପଥ, ଏକ ୯୦ କି:ମି:ର ବ୍ରଡଗେଜ ଲାଇନରେ ଗୁଣୁପୁର ଏବଂ ପଲାସାକୁ ସଂଯୋଗ କରୁଅଛି ।

ଦର୍ଶନୀୟ ସ୍ଥାନ[ସମ୍ପାଦନା]

ଜଗନ୍ନାଥ ମନ୍ଦିର, ଗୁଣୁପୁର

ଗୁଣୁପୁର ନିକଟରେ ଥିବା ପଦ୍ମପୁରର ଶିବ ମନ୍ଦିର ଏକ ଦର୍ଶନୀୟ ସ୍ଥାନ ଅଟେ । କ: ନାଗଭୁଷଣ ପଟନାୟକ ଗୁଣୁପୁରରେ ଶେଷ ଜୀବନ ଅତିବାହିତ କରିଥିଲେ । ଅନ୍ୟାନ୍ୟ ଦର୍ଶନୀୟ ସ୍ଥାନ ଗୁଡିକ ହେଲା :-

ଆଧାର[ସମ୍ପାଦନା]

ବାହାର ଲିଙ୍କ[ସମ୍ପାଦନା]