ଗ୍ରୀନ ଟି

ଉଇକିପିଡ଼ିଆ‌ରୁ
ଗ୍ରୀନଟି (ଚାଇନା)

ଗ୍ରୀନ ଟି ସେବନ କରିବାଦ୍ୱାରା ଏଥିରେ ଥିବା ଭିଟାମିନ - ସି ଏବଂ ଅନ୍ୟ ଆଣ୍ଟିଅକ୍ସିଡାଣ୍ଟ ଶରୀରରେ ଫ୍ରୀ - ରାଡିକାଲ୍ସକୁ ନଷ୍ଟ କରେ । ଫଳରେ ପ୍ରତିରକ୍ଷା ତନ୍ତ୍ର ସୁଦୃଢ ରହେ । ଦିନରେ ୩/୪ ଥର ଏହାକୁ ସେବନ କଲେ ଶରୀର ରୋଗମୁକ୍ତ ହୁଏ । ଏହାବ୍ୟତୀତ ଶରୀରରେ ଥିବା କ୍ୟାନ୍‌ସର ସେଲ୍ ବୃଦ୍ଧିକୁ ଏହା ରୋକିଥାଏ । ଏହାକୁ ନିୟମିତ ପାନକଲେ ପାଚନ ନଳୀ ଏବଂ ମୁତ୍ରାଶୟ କ୍ୟାନ୍‌ସରର ସମ୍ଭାବନା ହ୍ରାସ ପାଇଥାଏ । ଛଣା ଚା'ଠାରୁ ଗ୍ରୀନଟି ଅଧିକ ଉପାଦେୟ । ଏହାଦ୍ୱାରା ଶରୀରରେ କୋଲେଷ୍ଟରଲର ମାତ୍ରା ସନ୍ତୁଳିତ ରହିଥାଏ । ଏଥିସହ ଷ୍ଟୋକ୍‌ର ଆଶଙ୍କା କମ୍ ହୁଏ ।[୧]

ଆଧାର[ସମ୍ପାଦନା]

  1. ପ୍ରମେୟ, ପୃଷ୍ଠା- ୨, ମଙ୍ଗଳବାର, ୧୯ ମାର୍ଚ୍ଚ ୨୦୧୩