ଚାନ୍ଦିନୀ ଆଇ ମିସ ୟୁ

ଉଇକିପିଡ଼ିଆ‌ରୁ
ଚାନ୍ଦିନୀ ଆଇ ମିସ ୟୁ
ନିର୍ଦ୍ଦେଶକବସନ୍ତ ସାହୁ
ପ୍ରଯୋଜକଅନାମ ଚରଣ ସାହୁ
ସଂଳାପ(ସଂଳାପ): ବସନ୍ତରାଜ ସାମଲ
ଚିତ୍ରନାଟ୍ୟବସନ୍ତ ସାହୁ
କାହାଣୀଲକ୍ଷ୍ମୀପ୍ରିୟା ସାହୁ
କଳାକାରସବ୍ୟସାଚୀ, ମେଘା, ପ୍ରିୟା
ସଙ୍ଗୀତପ୍ରେମ୍‌ ଆନନ୍ଦ
ଚିତ୍ରଗ୍ରହଣଅଭିରାମ ମିଶ୍ର
ସମ୍ପାଦକରାଜେଶ ଦାଶ
ମୁକ୍ତିଲାଭ ତାରିଖ
୨୦୧୧
ଦେଶ ଭାରତ
ଭାଷାଓଡ଼ିଆ

ଚାନ୍ଦିନୀ ଆଇ ମିସ୍ ୟୁ ୨୦୧୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ନିର୍ଦ୍ଦେଶକ ବସନ୍ତ ସାହୁ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୧]

ଅଭିନୟ[ସମ୍ପାଦନା]

ଗୀତ ଓ ସଙ୍ଗୀତ[ସମ୍ପାଦନା]

  • ଗୀତିକାର: ବସନ୍ତରାଜ ସାମଲ
  • ସଙ୍ଗୀତ: ପ୍ରେମ ଆନନ୍ଦ

ଆଧାର[ସମ୍ପାଦନା]

  1. "ଏହି ବରିଷ୍ଠ ନିର୍ଦ୍ଦେଶକଙ୍କ ସହ ଏଯାଏ କାମ କରିନାହାନ୍ତି ଅମ୍ଳାନ". ସମ୍ବାଦ. ଭୁବନେଶ୍ୱର: sambad.in. 5 June 2022. Archived from the original on 5 June 2022. Retrieved 5 June 2022.
  2. "ପହିଲି ପୁଲକ: ମାତ୍ର ଦୁଇ ଧାଡ଼ିର ସଂଳାପ ଅଭିନେତା ସବ୍ୟସାଚୀଙ୍କୁ ନାକେଦମ୍ କରିଦେଇଥିଲା". ସମ୍ବାଦ. sambad.in. 12 October 2022. Archived from the original on 12 October 2022. Retrieved 12 October 2022.
  3. "ଏହି ଆଗଧାଡ଼ିର ନିର୍ଦ୍ଦେଶକଙ୍କ ସହ ଥରଟିଏ କାମ କରିଛନ୍ତି ମେଘା". ସମ୍ବାଦ. ଭୁବନେଶ୍ୱର: sambad.in. 8 October 2022. Archived from the original on 12 October 2022. Retrieved 12 October 2022.
  4. ଓଝା, ଶିବଶଙ୍କର (28 November 2021). "ସାତ ବର୍ଷ ହେଲା ଦେଖା ନଥିଲା: ପୁଣି ବଡ଼ ପରଦାରେ ଜଲଓ୍ୱା ଦେଖାଇବେ ତିନି ଓଲିଉଡ ସୁନ୍ଦରୀ | Sambad". ସମ୍ବାଦ. sambad.in. Archived from the original on 30 May 2022. Retrieved 30 May 2022.
  5. "ଏହି ଜଣାଶୁଣା ନାୟକଙ୍କ ସହ ବି ନଜର ଆସିଥିଲେ ପ୍ରିୟା". ସମ୍ବାଦ. ଭୁବନେଶ୍ୱର: sambad.in. 12 August 2022. Archived from the original on 24 October 2022. Retrieved 24 October 2022.