ଛାଞ୍ଚ:ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା ୨୦୨୩ ନିମନ୍ତ୍ରଣ

ଉଇକିପିଡ଼ିଆ‌ରୁ

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୨୩ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୨୩
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୨୩ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୪ ଅଗଷ୍ଟ ୨୦୨୩ରୁ ୧୬ ଅଗଷ୍ଟ ୨୦୨୩ ଯାଏଁ ତିନିଦିନ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବ । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ ।