ଦଶରଥ ପ୍ରଧାନ

ଉଇକିପିଡ଼ିଆ‌ରୁ
ଦଶରଥ ପ୍ରଧାନ
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀଆଠମଲ୍ଲିକ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ଦଶରଥ ପ୍ରଧାନ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ରାଜନୈତିକ ଜୀବନ[ସମ୍ପାଦନା]

ଦଶରଥ ପ୍ରଧାନ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୨]

ଆଧାର[ସମ୍ପାଦନା]

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୭୪. ISBN 978-81-89436-54-4. Retrieved 15 December 2023.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri Dasaratha Pradhan". odishaassembly.nic.in. Odisha Assembly. Retrieved 15 December 2023.