ଧାନ
ଉଇକିପିଡ଼ିଆ ରୁ
ଧାନ ହେଉଛି ଏକ ଶସ୍ୟ । ଏହା ମୁଖ୍ୟତଃ ଦକ୍ଷିଣ ପୂର୍ବ ଏସିଆ ମହାଦେଶରେ ଅଧିକ ଭାବେ ଚାଷ କରାଯାଏ । କିନ୍ତୁ ଏହା ପ୍ରାୟ ସବୁଆଡେ ମିଳେ । ଏହା ଏକ ମୂଳ ଶସ୍ୟ ଏଥିରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ ।
ଚାଷ ପ୍ରଣାଳୀ [ସମ୍ପାଦନା]
ଏହି ଶସ୍ୟଟିକୁ ସାଧାରଣତଃ ବର୍ଷାଦିନେ ଚାଷ କରାଯାଏ ଓ ଶୀତରୁତୁରେ ଅମଳ କରାଯାଏ । ଭାରତରେ ଚାଷ ଜମିଗୁଡିକୁ ଭାଗ ଭାଗ କରି ଏହାକୁ ଚାଷ କରାଯାଏ ।
ଉତ୍ପାଦିତ ଖାଦ୍ୟ [ସମ୍ପାଦନା]
ଏଥିରୁ ଉତ୍ପାଦିତ ଖାଦ୍ୟ (ସାଧାରଣତଃ ଓଡିଶାରେ ମିଳୁଥିବା ଓ ତିଆରି କରାଯାଉଥିବା)
ଓଡିଶାରେ ଏହାକୁ ପୂଜାସମଗ୍ରୀ ରୂପେ ମଧ୍ୟ ବ୍ୟବହାର କରାଯାଏ
ଆଧାର [ସମ୍ପାଦନା]
| ଏହି ଲେଖାଟି ଏକ ଅସଂପୂର୍ଣ୍ଣ ଲେଖା, ଆପଣ ଏହାକୁ ଏଠାରେ ବଦଳାଇ ଉଇକିପିଡ଼ିଆକୁ ଉନ୍ନତ କରିପାରିବେ । |