ନରସିଂହ ନାରାୟଣ ଭଞ୍ଜ ଦେଓ

ଉଇକିପିଡ଼ିଆ‌ରୁ
ନରସିଂହ ନାରାୟଣ ଭଞ୍ଜ ଦେଓ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ଉପ)
କାର୍ଯ୍ୟକାଳ
୧୯୫୭ – ୧୯୬୧
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ନରସିଂହ ନାରାୟଣ ଭଞ୍ଜ ଦେଓ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ଓଡ଼ିଶା ବିଧାନ ସଭା ଉପ-ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ନରସିଂହ ନାରାୟଣ ଭଞ୍ଜ ଦେଓ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ନରସିଂହ ନାରାୟଣ ଭଞ୍ଜ ଦେଓ ୧୯୮୧ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Narasingha Narayan Bhanja Deo". odishaassembly.nic.in. Odisha Assembly. Retrieved 13 January 2022.