ନୀଳଗିରି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ଉଇକିପିଡ଼ିଆ‌ରୁ
ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୧,୮୧,୦୮୧
ଜିଲ୍ଲା: ବାଲେଶ୍ୱର
ଲୋକ ସଭା ନିର୍ବାଚନ ମଣ୍ଡଳୀ: ବାଲେଶ୍ୱର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ନୀଳଗିରି (କ୍ରମିକ ସଂଖ୍ୟା: ୪୦) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ନୀଳଗିରି (ବି), ନୀଳଗିରି ବ୍ଳକ, ଔପଦା ବ୍ଳକ ଓ ବାହାନଗା ବ୍ଳକର କିଛି ଅଞ୍ଚଳ ।[୨][୩]

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୁକାନ୍ତ କୁମାର ନାଏକ ଭାରତୀୟ ଜନତା ପାର୍ଟି ପ୍ରାର୍ଥିନୀ ସୁଷମା ବିଶ୍ୱାଳଙ୍କଠାରୁ ୧୩୭୦୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପ୍ରାର୍ଥୀ ପ୍ରଦୀପ୍ତ ପଣ୍ଡାଙ୍କଠାରୁ ୩୦୫୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ[ସମ୍ପାଦନା]

୨୦୦୯ ବିଧାନ ସଭା ନିର୍ବାଚନ, ନୀଳଗିରି [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ସ୍ୱାଧୀନ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ୩୫,୫୨୫ ୩୦.୬୩ -
ସିପିଆଇ ପ୍ରଦିପ୍ତ ପଣ୍ଡା ୩୨,୪୬୯ ୨୮.୦୦ -
କଂଗ୍ରେସ ଦିପ୍ତିକାନ୍ତ ମହାପାତ୍ର ୨୨,୬୨୭ ୧୯.୫୧ -
ସ୍ୱାଧୀନ କାର୍ତ୍ତିକ ମହାପାତ୍ର ୧୬,୭୨୬ ୧୪.୪୨ -
ଝାମୁମୋ ଚିତ୍ତ ରଞ୍ଜନ ଷଡ଼ଙ୍ଗୀ ୫,୬୦୯ ୪.୮୪ -
ସ୍ୱାଧୀନ ଅର୍ଦ୍ଧେନ୍ଦୁ ଭୂଷଣ ବାରିକ ୧,୫୫୪ ୧.୩୪ -
ବସପା ଲକ୍ଷ୍ମଣ ସିଂହ ୧,୪୬୦ ୧.୨୬ -
ଭୋଟ ବ୍ୟବଧାନ ୩,୦୫୬ ୨.୬୪* -
ମତଦାନ ହାର ୧,୧୫,୯୭୨ ୬୮.୬୫ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ[ସମ୍ପାଦନା]

୧୯୫୧ରୁ ୨୦୧୪ ମଧ୍ୟରେ ମୋଟ ୧୫ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ଆଧାର[ସମ୍ପାଦନା]

  1. "Nilgiri Assembly Election 2009, Orissa". empoweringindia.org. Retrieved 6 June 2013. Constituency: Nilgiri (40) District : Balasore
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 3056
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 17-Nilgiri Constituency of ORISSA". eci.nic.in. 2006. Retrieved 6 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf