ପୃଥିବୀ ଦିବସ

ଉଇକିପିଡ଼ିଆ ରୁ

ପ୍ରତିବର୍ଷ ଅପ୍ରେଲମାସ ୨୨ ତାରିଖକୁ ପୃଥିବୀ ଦିବସ ବା ଆର୍ଥ ଡେ ଭାବେ ପାଳନ କରାଯାଇଥାଏ । ୧୯୭୦ ମସିହାରେ ପ୍ରଥମେ ଆର୍ଥ ଡେ ପାଳନ କରାଯାଇଥିଲା । ପରିବେଶବିତ୍ ତଥା ଆମେରିକାର ସିନେଟର ଗେଲର୍ଡ ନେଲସନ ପ୍ରଥମେ ଏହି ଦିବସ ପାଳନ କରିଥିଲେ । ପରେ ୧୯୯୦ ମସିହାରେ ପୃଥିବୀର ୧୪୧ଟି ଦେଶରେ ଏହି ଦିବସ ପାଳନ ହୋଇଥିଲା । ବର୍ତ୍ତମାନ ବିଶ୍ଵର ୧୭୫ଟି ଦେଶରେ ଆର୍ଥ ଡେ ପାଳିତ ହେଉଛି ।

[ଏହାକୁ ବଦଳାନ୍ତୁ] ଆଧାର

ନିଜର ଟୁଲ
ନେମସ୍ପେସ

ନିଆରା
କାମ
ଦିଗବାରେଣି
ଯୋଗାଯୋଗ
ସହଯୋଗ କରନ୍ତୁ
ଉପକରଣ
ଅଲଗା ଭାଷା