ବସୁଦେବ
ଉଇକିପିଡ଼ିଆ ରୁ
| ଏହି ଲେଖାଟି ଏକ ଅସଂପୂର୍ଣ୍ଣ ଲେଖା, ଆପଣ ଏହାକୁ ଏଠାରେ ବଦଳାଇ ଉଇକିପିଡ଼ିଆକୁ ଉନ୍ନତ କରିପାରିବେ । |
ବସୁଦେବ ଯଦୁବଂଶର ଶୂରକୁଳର ରାଜା ଦେବମୀଢ଼ ଓ ତାଙ୍କ ପତ୍ନୀ ମାରିଷାଙ୍କଠାରୁ ଜନ୍ମିଥିଲେ ଏ ଜନ୍ମିବା ସମୟରେ ସ୍ୱର୍ଗରୁ ଦୁନ୍ଦୁଭି ଶବ୍ଦ ଶୁଣାଯାଇଥିଲା ଏହାଯୋଗୁଁ ଏହାଙ୍କର ଏକ ନାମ ଆନକଦୁନ୍ଦୁଭି ଏ ପିତାଙ୍କ ଜ୍ୟେଷ୍ଠପୁତ୍ର ଥିଲେ ଏହାଙ୍କର ପୌରବୀ, ରୋହିଣୀ, ମଦିରା, ଧରା, ବୈଶାଖୀ, ଭଦ୍ରା, ସୁନାମ୍ନୀ, ସହଦେବା, ଶାନ୍ତିଦେବା, ସୁଦେବା, ଦେବରକ୍ଷିତା ଓ ଦେବକୀ ନାମରେ ୧୨ଜଣ ଭାର୍ଯ୍ୟା ଥିଲେ ଏହା ଛଡ଼ା ସୁତନୁ ଓ ବଡ଼ବା ନାମରେ ଦୁଇ ଦାସୀ ଥିଲେ ରୋହିଣୀଙ୍କ ଗର୍ଭରୁ ବଳରାମ ଓ ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜାତ ହୋଇଥିଲେ ପାଣ୍ଡବ ମାତା କୁନ୍ତୀ ଏହାଙ୍କ ଭଉଣୀ ଥିଲେ