ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ

ଉଇକିପିଡ଼ିଆ ରୁ



World Health Organization
منظمة الصحة العالمية
世界卫生组织
Organisation mondiale de la Santé
Всемирная организация здравоохранения
Organización Mundial de la Salud
Flag of WHO.svg
Flag of the World Health Organization
ସଙ୍ଗଠନ Specialized agency of the United Nations
Acronyms WHO
OMS
ମୂଖ୍ୟ Dr. Margaret Chan
ସ୍ଥିତି Active
ପ୍ରତିଷ୍ଠା 7 April 1948
ମୂଖ୍ୟ କାର୍ଯ୍ୟାଳୟ Geneva, Switzerland
ୱେବସାଇଟ who.int
Parent org ECOSOC

୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ(WHO)। [୧]ବିଶ୍ଵରେ ସ୍ଵାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡଜେନେଭା ଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ଵାକ୍ଷର କରିଥିଲେ ।ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ଵରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।[୨]

ଆଧାର [ସମ୍ପାଦନା]