ବୈଶାଖ
ଉଇକିପିଡ଼ିଆ ରୁ
ମୂଳ ଲେଖା: ମାସ
- ବିଶାଖା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ 'ବୈଶାଖ' ମାସ କୁହାଯାଏ ।
- ବୈଶାଖ ଶାଳିବାହନ ଶକାବ୍ଦର ପ୍ରଥମ ମାସ
- ବୈଶାଖ ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ
- ଏ ମାସ ପଣା ସଙ୍କ୍ରାନ୍ତିଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ
- ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ
- ହିନ୍ଦୁମାନଙ୍କର ଏହା ଏକ ଧର୍ମ ମାସ ।
[ଏହାକୁ ବଦଳାନ୍ତୁ] ଆଧାର
|
|||||||||||