ବୌଦ୍ଧ ଧର୍ମ
ଉଇକିପିଡ଼ିଆ ରୁ
| ବୈାଦ୍ଧ ଧର୍ମ | |
|---|---|
ଓଡ଼ିଶାର ଭୁବନେଶ୍ଵର ନିକଟରେ ଥିବା ଧଉଳି ଠାରେ ଥିବା ଗୌତମ ବୁଦ୍ଧଙ୍କ ମୂର୍ତ୍ତି । |
| ବୌଦ୍ଧବାଦ
|
| ଧର୍ମ ବା ମତବାଦ ଚାରୋଟି ସତ |
| ଆଚରଣ ତିନୋଟି ରତନ |
|
ପରମ୍ପରା · ଧର୍ମଗ୍ରନ୍ଥ |
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । [୧] ସେ ବୌଦ୍ଧବାଦୀ ମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା କଷଣ ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
[ଏହାକୁ ବଦଳାନ୍ତୁ] ଟୀକା
- ↑ "Buddhism". (2009). In Encyclopædia Britannica. Retrieved November 26, 2009, from Encyclopædia Britannica Online Library Edition.