ବ୍ରଜ ସୁନ୍ଦର ଦାସ

ଉଇକିପିଡ଼ିଆ‌ରୁ
ବ୍ରଜ ସୁନ୍ଦର ଦାସ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀପୂର୍ବ ଓଡ଼ିଶା (ଉପ)
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ବ୍ରଜ ସୁନ୍ଦର ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ପୂର୍ବ ଓଡ଼ିଶା ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ରାଜନୈତିକ ଜୀବନ[ସମ୍ପାଦନା]

ବ୍ରଜ ସୁନ୍ଦର ଦାସ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Braja Sundar Das". odishaassembly.nic.in. Odisha Assembly. Retrieved 31 October 2023.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)