ବ୍ୟବହାରକାରୀଙ୍କ ଆଲୋଚନା:ImRMSarangi

Page contents not supported in other languages.
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, 123sarangi ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୪:୦୨, ୧୧ ଜୁଲାଇ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ[ସମ୍ପାଦନା]


ଆଜ୍ଞା ନମସ୍କାର ImRMSarangi,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୩:୧୬, ୮ ଅଗଷ୍ଟ ୨୦୧୧ (UTC)

ବ୍ୟବହାରକାରୀଙ୍କ ଛବି[ସମ୍ପାଦନା]

ବନ୍ଧୁ ନମସ୍କାର, ଆପଣ ଏହି ଛବିଟିକୁ ଦୟାକରି commons:କୁ ଘୁଞ୍ଚାଇନେବେ ? ଏଠାରେ ଯଉଁ ଛବି ନ ରହି ପାରିବ ଯେମିତି କି "Fair-Use image" ଆମେ ରଖୁଛୁ । Commonsରେ ଆପଣ ନିଜର ଛବି Category:Usersରେ ରଖିପାରିବେ, ଉଦାହରଣ ପାଇଁ ଏହି ଛବିଟି File:Subhashish Panigrahi.png ଦେଖନ୍ତୁ । ଆପଣ ଗୋଟିଏରୁ ଅଧିକ ଛବି ସେଠାରେ ଅପଲୋଡ଼ କରିପାରିବେ । ଧନ୍ୟବାଦ :) -- ଅηsuмaη Talk ୧୭:୫୨, ୨୩ ମଇ ୨୦୧୨ (UTC)

  • ଘୁଞ୍ଚାଇଦେଲି File:RM Sarangi 2.jpg । ଯଦି ଛବି commonsରେ ଅପଲୋଡ଼ କରି ନ ହେବ, ତାହେଲେ ଏଠି କରି ପାରିବେ; ନହେଲେ ବିନା ସୂଚନାରେ delete ହେଇଯାଇପାରେ । ଧନ୍ୟବାଦ :-) -- ଅηsuмaη Talk ୧୬:୦୨, ୩ ଜୁନ ୨୦୧୨ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ[ସମ୍ପାଦନା]

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର 123sarangi,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଶିତିକଣ୍ଠ (ଆଲୋଚନା) ୧୬:୫୯, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)