ବ୍ୟବହାରକାରୀଙ୍କ ଆଲୋଚନା:Anwesh pati

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Anwesh pati,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! -ansuman (ମୋ ଆଲୋଚନା)

ଲେଖା ଲିଭାଇବା ବାବଦରେ![ସମ୍ପାଦନା]

ଅନ୍ୱେଷ, ତମ ତିଆରି କ୍ରେଅନ ସିନ-ଚାନ: ବହୁତ ସ୍ବାଦିଷ୍ଟ B-କ୍ଳାସ ଗୋର୍ମେଟ ସର୍ଭାଇବାଲ!! ଲେଖାଟି ଲିଭାଇବା ପାଇଁ ବଛା ଯାଇଛି । ଲେଖାଟିରେ ଥିବା ଇଂରାଜୀ ଲେଖା ବାହାର କରି ସେଥିରେ ଅଧିକ ଲେଖା ଓଡ଼ିଆରେ ଅନୁବାଦ କରିଦେଲେ ଲେଖାଟି ଲିଭାଯିବ ନାହିଁ । ଏହି କାମ ଆଗାମୀ ୫ ଦିନ ଭିତରେ କରିପାରିଲେ ଭଲ ହେବ । --ସୁଭାସିସ ପାଣିଗାହି (ଆଳାପ) ୦୬:୫୨, ୧ ଜୁଲାଇ ୨୦୧୫ (UTC)

ମୁଁ ବର୍ତ୍ତମାନ ପାଇଁ ଇଂରାଜୀ ଲେଖା ସବୁ ହଟାଇଦେଉଛି । Anwesh pati (ମୋ ଆଲୋଚନା) ୧୧:୫୩, ୧ ଜୁଲାଇ ୨୦୧୫ (UTC)
ସାଧୁବାଦ ଅନ୍ୱେଶ, ତମ ଦେଇ ଗୋଟେ ଜବର ଲେଖା ଦେଖିବାକୁ ଚାହିଁ ରହିଲି । :) --ସୁଭାସିସ ପାଣିଗାହି (ଆଳାପ) ୧୦:୦୫, ୩ ଜୁଲାଇ ୨୦୧୫ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)

ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ[ସମ୍ପାଦନା]

ରଥଯାତ୍ରା ଗଣସମ୍ପାଦନା ୨୦୧୬

ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"।

ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)[reply]

ନିବେଦନ[ସମ୍ପାଦନା]

ନମସ୍କାର! ଆପଣ ଭାରତୀୟ ବିଜ୍ଞାନ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ ବ୍ରହ୍ମପୁର ଲେଖାଟିକୁ ଆପଣ ଜାଣିଥିବା ବିଦେଶୀ ଭାଷାରେ ଅନୁବାଦ କରିପାରିବେ କି? ଆପଣ ଏପରି କରିପାରିଲେ ବହୁତ ଭଲ ହୋଇଥାନ୍ତା । ଧନ୍ୟବାଦ୍! ଲେଖକ (ମୋ ଆଲୋଚନା) ୧୩:୨୨, ୧୪ ମାର୍ଚ୍ଚ ୨୦୨୧ (IST)[reply]