ବ୍ୟବହାରକାରୀଙ୍କ ଆଲୋଚନା:Bismaydash

Page contents not supported in other languages.
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, Bismaydash ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! ---Srikant Kedia ୧୭:୪୭, ୨୭ ମେ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ[ସମ୍ପାଦନା]


ଆଜ୍ଞା ନମସ୍କାର Bismaydash,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୩:୩୨, ୮ ଅଗଷ୍ଟ ୨୦୧୧ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ[ସମ୍ପାଦନା]

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର Bismaydash,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଆଦିତ୍ୟ ମହାର (ମୋ ଆଲୋଚନା) ୧୩:୪୦, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Jnanaranjan sahu (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)

ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ[ସମ୍ପାଦନା]

ରଥଯାତ୍ରା ଗଣସମ୍ପାଦନା ୨୦୧୬

ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"।

ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk