ବ୍ୟବହାରକାରୀଙ୍କ ଆଲୋଚନା:Coldbreeze16

Page contents not supported in other languages.
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, Coldbreeze16 ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! -Jayantanth (ମୋ କଥା) ୦୬:୨୫, ୧୭ ମାର୍ଚ ୨୦୧୧ (UTC)

Welcome!

I very please about tlanslate article Nowy Dwór Królewski. Text is exact in english and polish. Answer please on Polish Wikipedia. From about thanks. Ananas96 ୦୯:୨୨, ୭ August ୨୦୧୦ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ[ସମ୍ପାଦନା]


ଆଜ୍ଞା ନମସ୍କାର Coldbreeze16,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୩:୩୬, ୮ ଅଗଷ୍ଟ ୨୦୧୧ (UTC)

A barnstar for you![ସମ୍ପାଦନା]

The Original Barnstar
ଭାଇ ନମସ୍କାର,

ଆପଣତ ପୁରୁଣା ଉଇକିଆଳି, ମୋ ଭଳି ନୂଆ ଉଇକିଆଳିଟିଏ ଆଉ ବାର୍ଣ୍ଣଷ୍ଟାର କଣ ଦେଇଥାନ୍ତି । କିନ୍ତୁ ନିକୋଲା ଟେସ୍‌ଲା ବିଷୟରେ ଆପଣଙ୍କ ଲେଖା ପଢି ଆଉ କିଛି ଉପହାର ନଦେଇ ରହିପାରିଲି ନାହିଁ । ଆଶା ଏଇ ଛୋଟିଆ ଭେଟିଟିକୁ ଗ୍ରହଣ କରିବେ । ଯଦି ସମୟ ପାଉଛନ୍ତି ଆପଣଙ୍କ ପ୍ରିୟ ବୈଜ୍ଞାନିକଙ୍କ ଜୀବନୀଗୁଡ଼ିକୁ ଟିକିଏ ସଜାଡି ଦେବେ । ଶିତିକଣ୍ଠ (ଆଲୋଚନା) ୦୧:୦୫, ୧୨ ଜୁଲାଇ ୨୦୧୪ (UTC)

ବାର୍ଣ୍ଣଷ୍ଟାର ପାଇଁ ଅଶେଷ ଧନ୍ୟବାଦ ଭାଇ । ଓଡିଆ ଉଇକିପିଡିଆ ପାଇଁ ମୋର ଚେଷ୍ଟା ଅବ୍ୟାହତ ରହିବ । Coldbreeze16 (ମୋ ଆଲୋଚନା) ୧୬:୫୪, ୧୫ ଜୁଲାଇ ୨୦୧୪ (UTC)

ଅପେକ୍ଷାରେ ରହିଲୁ ।--ଶିତିକଣ୍ଠ (ଆଲୋଚନା) ୦୨:୧୯, ୧୬ ଜୁଲାଇ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Jnanaranjan sahu (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)[reply]