ବ୍ୟବହାରକାରୀଙ୍କ ଆଲୋଚନା:Gayatree Tripathy

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Gayatree Tripathy,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! -- ଅଂଶୁମାନ ତାର ଯୋଡ଼ିବେ? ୨୨:୦୭, ୩୧ ମାର୍ଚ୍ଚ ୨୦୧୮ (IST)[reply]
User:ansumang: ଧନ୍ୟବାଦ ଭାଇନା । ବିଳମ୍ବରେ ଉତ୍ତର ଦେଇଥିବାରୁ କ୍ଷମା ମାଗୁଛି ।😊 Gayatree Tripathy (ମୋ ଆଲୋଚନା) ୧୫:୫୯, ୩୦ ମଇ ୨୦୧୮ (IST)[reply]

ତୁମଠୁ ଅଧିକ ଲେଖା ଆଶା କରେ ।Hpsatapathy (ମୋ ଆଲୋଚନା) ୨୧:୪୭, ୩୧ ମଇ ୨୦୧୮ (IST) ନମସ୍କାର, ପାଠପଢାଦି କାରଣରୁ ନିୟମିତଭାବେ ଉଇକିପିଡ଼ିଆରେ ଯୋଗଦାନ କରିପାରୁନାହିଁ । ଆଶା କରୁଛି ଏଇ ମାସରୁ ନିୟମିତଭାବେ ଲେଖିପାରିବି । Gayatree Tripathy (ମୋ ଆଲୋଚନା) ୧୭:୫୧, ୧ ଜୁନ ୨୦୧୮ (IST)[reply]

A barnstar for you![ସମ୍ପାଦନା]

The Original Barnstar
ଗାୟତ୍ରୀ, ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ପ୍ରସଙ୍ଗଟି ଭଲ ଲେଖିଛ । ଅଭିନନ୍ଦନ । ଅଧିକ ଆଧାର ଦେଇପାରିଥାନ୍ତ । ଆଜିକାଲି ଓଡ଼ିଆ ନାମଟିକୁ ଗୁଗୁଲ ସର୍ଚ୍ଚ କଲେ ମଧ୍ୟ ବହୁ ଭରସାଯୋଗ୍ୟ ଆଧାର ମିଳିପାରୁଛି । ଦେଖିବ । ଧନ୍ୟବାଦ । ପ୍ରିତିରଞ୍ଜନ ତ୍ରିପାଠୀ (ମୋ ଆଲୋଚନା) ୧୨:୦୦, ୨୯ ଜୁନ ୨୦୧୮ (IST)[reply]

Wikipedia translation of the week: 2018-32[ସମ୍ପାଦନା]

Wikipedia translation of the week: 2018-33[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)[reply]

Wikipedia translation of the week: 2018-34[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନାରେ ଯୋଗଦାନ ପାଇଁ ଧନ୍ୟବାଦ[ସମ୍ପାଦନା]



ଆପଣଙ୍କ ପାଇଁ କିଛି ସେଉ ବୁନ୍ଦିଆ

ପ୍ରିୟ ଗାୟତ୍ରୀ,
ଭାରତୀୟ ସ୍ୱାଧୀନତା ଦିବସ ଗଣ-ସମ୍ପାଦନା, ୨୦୧୮ରେ ଆପଣଙ୍କର ଯୋଗଦାନ ପାଇଁ ଅଶେଷ ସାଧୁବାଦ । ଆପଣଙ୍କର ଏହି ଯୋଗଦାନ ଫଳରେ ଏହି ୮ ଦିନରେ ସ୍ୱାଧୀନତା ସଂଗ୍ରାମ ସ‌ହ ଜଡ଼ିତ ଘଟଣା ଅଥବା ବ୍ୟକ୍ତିବିଶେଷଙ୍କ ଉପରେ ୪୨ଟି ପ୍ରସଙ୍ଗ ଗଢ଼ାଯାଇଛି ବା ଉନ୍ନତ କରାଯାଇଛି । ତନ୍ମଧ୍ୟରୁ ୩୦ ଗୋଟି ନୂଆ ପ୍ରସଙ୍ଗ ଆରମ୍ଭ ହେବା ସ‌ହିତ ୧୨ଟି ପୁରୁଣା ପ୍ରସଙ୍ଗକୁ ଉନ୍ନତ କରାଯାଇଛି । ଏହି ଗଣ-ସମ୍ପାଦନାକୁ ସଫଳ କରିଥିବା ଖୁସିରେ ଅଗଷ୍ଟ ୧୫ରୁ ବଞ୍ଚେଇ ରଖିଥିବା ସେଉ-ବୁନ୍ଦିଆ ଟିକେ ଖାଆନ୍ତୁ ।-ଗପୁ (ମୋ ଆଲୋଚନା) ୧୫:୩୧, ୨୧ ଅଗଷ୍ଟ ୨୦୧୮ (IST)[reply]

Wikipedia translation of the week: 2018-35[ସମ୍ପାଦନା]

Wikipedia translation of the week: 2018-36[ସମ୍ପାଦନା]

Wikipedia translation of the week: 2018-37[ସମ୍ପାଦନା]

Wikipedia translation of the week: 2018-38[ସମ୍ପାଦନା]

Wikipedia translation of the week: 2018-41[ସମ୍ପାଦନା]

Wikipedia translation of the week: 2018-42[ସମ୍ପାଦନା]

Wikipedia translation of the week: 2018-43[ସମ୍ପାଦନା]

Wikipedia translation of the week: 2018-44[ସମ୍ପାଦନା]

Wikipedia translation of the week: 2018-45[ସମ୍ପାଦନା]

Wikipedia translation of the week: 2018-46[ସମ୍ପାଦନା]

Wikipedia translation of the week: 2018-47[ସମ୍ପାଦନା]

Wikipedia translation of the week: 2018-48[ସମ୍ପାଦନା]

ଧନ୍ୟବାଦ[ସମ୍ପାଦନା]

ଗାୟତ୍ରୀ ମ୍ୟାମ୍, ମହିଳା ସ୍ୱାସ୍ଥ୍ୟ ଗଣସମ୍ପାଦନା ୨୦୧୮ର ଆୟୋଜକ ହିସାବରେ ଅନ୍ୟ ଭାଷାର ଉଇକିପିଡ଼ିଆ କମ୍ୟୁନିଟି ସହ ସଠିକ ତାଳମେଳ ଦେଖାଇ ଏହି ଗଣସମ୍ପାଦନାକୁ ପରିଚାଳନା କରିବା ଏବଂ ଦୁଇଟି ନୂତନ ପୃଷ୍ଠା ତିଆରି କରିଥିବାରୁ ଆପଣଙ୍କୁ ଅନେକ ଅନେକ ଧନ୍ୟବାଦ । ସୌମେନ୍ଦ୍ର (ମୋ ଆଲୋଚନା) ୨୨:୪୪, ୧ ଡିସେମ୍ବର ୨୦୧୮ (IST)[reply]

Wikipedia translation of the week: 2018-49[ସମ୍ପାଦନା]

Wikipedia translation of the week: 2018-50[ସମ୍ପାଦନା]

Wikipedia translation of the week: 2018-51[ସମ୍ପାଦନା]

Looking for help[ସମ୍ପାଦନା]

Hi,

I refered your user name from Translation of the week/translators. I was looking for some small help. I created a new article en:Kithaab, which has been copy edited and is ready for translation in various languages. Looking for your help in translating the article article en:Kithaab to your language.

Thanking you , with warm regards

Bookku (ମୋ ଆଲୋଚନା) ୧୪:୧୧, ୨୦ ଜାନୁଆରୀ ୨୦୧୯ (IST)[reply]

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ରେ ଭାଗ ନେବାକୁ ନିମନ୍ତ୍ରଣ[ସମ୍ପାଦନା]

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯
ନମସ୍କାର,
ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ ଆସନ୍ତା ଫେବୃଆରୀ ମାସ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ଗଣ-ସମ୍ପାଦନାରେ ଆମେ ଓଡ଼ିଆ ଭାଷା ଏବଂ ତଦ୍‌ସମ୍ବନ୍ଧୀୟ ପ୍ରସଙ୍ଗମାନ ଉନ୍ନତ କରିବା ତଥା ଅତ୍ୟାବଶ୍ୟକୀୟ ପ୍ରସଙ୍ଗ ତିଆରି କରିବା । ଆଗରୁ ବହୁତ ପ୍ରସଙ୍ଗ ରହିଛି, ଯାହାକି ସେତେ ଉନ୍ନତମାନର ନାହିଁ, ତେଣୁ ତାକୁ ଉନ୍ନତ କରିବାକୁ ଏହି ଗଣ-ସମ୍ପାଦନାର ଆୟୋଜନ କରାଯାଇଛି । ଏହି ଗଣ-ସମ୍ପାଦନା ୨୮ ଫେବୃଆରୀ ୨୦୧୯ ଯାଏଁ ଚାଲିବ ।

ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗ‌ଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସ‌ହାଯ୍ୟ ପାଇଁ ଆଲୋଚନା ପୃଷ୍ଠାରେ ଲେଖିପାରିବେ ।

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନାରେ ଭାଗ ନେଇଥିବାରୁ ଅଶେଷ ସାଧୁବାଦ[ସମ୍ପାଦନା]

ଓଡ଼ିଆ ଉଇକିମିଡ଼ିଆନ୍ସ ଇଉଜର ଗ୍ରୁପ ତରଫରୁ ଧନ୍ୟବାଦ
୨୦୧୯ ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନାରେ ଓଡ଼ିଆ ଉଇକିମିଡ଼ିଆନ୍ସ ଇଉଜର ଗ୍ରୁପ ତରଫରୁ ଆୟୋଜିତ ହୋଇଥିବା ଗଣ-ସମ୍ପାଦନାରେ ଆପଣଙ୍କର ଯୋଗଦାନ ପାଇଁ ଅଶେଷ ସାଧୁବାଦ ।

Project Tiger 2.0[ସମ୍ପାଦନା]

Sorry for writing this message in English - feel free to help us translating it

ଲେଖାଲେଖି ପୁଣି ଆରମ୍ଭ କରିଥିବାରୁ[ସମ୍ପାଦନା]

The Special Barnstar
ଏମିତି ଅବଦାନ କରୁଥାଅ ।Jnanaranjan Sahu (ଜ୍ଞାନ) ମୋତେ କିଛି କହିବେ ୧୪:୧୦, ୨୯ ଅପ୍ରେଲ ୨୦୨୦ (IST)[reply]

ଏସିଆ ମାସ ଗଣସମ୍ପାଦନା, ୨୦୨୦ରେ ଭାଗ ନେବାକୁ ନିମନ୍ତ୍ରଣ[ସମ୍ପାଦନା]

ଏସିଆ ମାସ ଗଣସମ୍ପାଦନା, ୨୦୨୦
ନମସ୍କାର,
ଏସିଆ ମାସ ଗଣ-ସମ୍ପାଦନା, ୨୦୨୦ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୨୦୧୬ ମସିହାରୁ ଏହି ଗଣ-ସମ୍ପାଦନା ଆରମ୍ଭ ହୋଇଥିଲା ଏବଂ ପୂର୍ବ ବର୍ଷମାନଙ୍କ ଭଳି ଏହିଥର ମଧ୍ୟ ଓଡ଼ିଆ ଉଇକିପିଡ଼ିଆ ଉଇଜର ଗ୍ରୁପ ଏହି ଗଣ-ସମ୍ପାଦନାରେ ଅଂଶଗ୍ରହଣ କରୁଛି, ଯାହାକି ନଭେମ୍ବର ୩୦ ଯାଏଁ ଗୋଟେ ମାସ ଧରି ଚାଲିବ । ଏହି ଗଣ-ସମ୍ପାଦନାରେ ଏସିଆ ମହାଦେଶ ଅନ୍ତର୍ଗତ ବିଭିନ୍ନ ପ୍ରସଙ୍ଗମାନ ଲେଖାଯାଏ, ମାତ୍ର ସେହି ପ୍ରସଙ୍ଗଗୁଡ଼ିକ ନିଜ ଦେଶର ହୋଇନଥିବ । ଯେମିତିକି ଆମେ ଭାରତ ବାହାରେ ଥିବା ଅନ୍ୟାନ୍ୟ ଦେଶମାନଙ୍କର ଭିନ୍ନ ଭିନ୍ନ ବିଷୟରେ ପ୍ରସଙ୍ଗମାନ ଲେଖିପାରିବା ।
ଏହି ଗଣ-ସମ୍ପାଦନାର ମୂଳ ଲକ୍ଷ ହେଉଛି ଉଇକିପିଡ଼ିଆ ସମୂଦାୟସ‌ହ ଏକ ବନ୍ଧୁତ୍ୱପୂର୍ଣ୍ଣ ଭାବର ଆଦାନପ୍ରଦାନ । ଆମେ ଏହି ଗଣ-ସମ୍ପାଦନା ଫଳରେ ଅନ୍ୟ ଦେଶର ଚାଲିଚଳନି, ପରମ୍ପରା, ସଭତ୍ୟା, ସଂସ୍କୃତି, ଖାଦ୍ୟପେୟ, ସ୍ଥାନ, ଲୋକ ଆଦି ବିଷୟରେ ସମ୍ୟକ ସୂଚନା ପାଇପାରିବା । ଏହି ଗଣ-ସମ୍ପାଦନାରେ ଭାଗ ନେଉଥିବା ଉଇକିଆଳିମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ପୁରସ୍କାର ରହିଛି । ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗ‌ଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସ‌ହାଯ୍ୟ ପାଇଁ ସ‌ହାୟତା ପୃଷ୍ଠା ଦେଖିପାରିବେ ।

You have been a medical translators within Wikipedia. We have recently relaunched our efforts and invite you to join the new process. Let me know if you have questions. Best Doc James (talk · contribs · email) 12:34, 13 August 2023 (UTC)

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୨୩ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୨୩
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୨୩ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୪ ଅଗଷ୍ଟ ୨୦୨୩ରୁ ୧୬ ଅଗଷ୍ଟ ୨୦୨୩ ଯାଏଁ ତିନିଦିନ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବ । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ ।

ପରମ ବୀର ଚକ୍ର ଗଣ-ସମ୍ପାଦନାରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ପରମ ବୀର ଚକ୍ର ଗଣସମ୍ପାଦନାରେ ଯୋଗ ଦେବାକୁ ଅନୁରୋଧ
୨୦୨୩ ସେପ୍ଟେମ୍ବର ୧୫ - ୨୦

ଆସନ୍ତା ସେପ୍ଟେମ୍ବର ୧୫ରୁ ଆରମ୍ଭ ହେଉଛି ପରମ ବୀର ଚକ୍ର ଗଣସମ୍ପାଦନା । ଆସନ୍ତୁ ମିଶି ଲେଖିବା ଭାରତୀୟ ସେନାର ସର୍ବୋଚ୍ଚ ସମ୍ମାନ ପରମ ବୀର ଚକ୍ରରେ ସମ୍ମାନିତ ୨୧ ଜଣ ସୈନିକଙ୍କ ଉପରେ ପ୍ରସଙ୍ଗ ।

ଅପେକ୍ଷାରେ,
ସଂଗ୍ରାମ କେଶରୀ ସେନାପତି (ଗପୁ)