ବ୍ୟବହାରକାରୀଙ୍କ ଆଲୋଚନା:Set theorist

ଉଇକିପିଡ଼ିଆ ରୁ
କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ! Face-smile.svg

ପାଛୋଟା!
ଓଳିଗି, Set theorist ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିନ୍ହ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୦୭:୩୪, ୨୨ ମଇ ୨୦୧୨ (UTC)