ବ୍ୟବହାରକାରୀ:Doc James

ଉଇକିପିଡ଼ିଆ‌ରୁ

Android app details[ସମ୍ପାଦନା]

Title: Medical Wikipedia (Offline)

Sub-Title: Healthcare articles available offline, everywhere, for free!

Description: Wikipedia's Offline Medical Encyclopedia is the biggest collection of healthcare articles on Android. It includes medical, anatomy, medication, and sanitation articles. If you are in the developing world without access to the Internet or on a boat in the middle of nowhere you can now access one of the foremost and up-to-date medical dictionary, for free. Perfect for community health workers, doctors, medical students, and those simply interested in health. Also avaliable in a number of other languages with ongoing efforts to expand the selection.

Powered by Kiwix http://www.kiwix.org/

translated in Odia language[ସମ୍ପାଦନା]

ଶୀର୍ଷକ: ମେଡିକାଲ ଉଇକିପିଡିଆ (ଅଫଲାଇନ)

ବିଷୟ– ଶୀର୍ଷକ: ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ ।

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ । ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି । ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ/ ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ । ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ । ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି ।

ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ । (Powered by Kiwix http://www.kiwix.org/)