ମିହିର କୁମାର ମେହେର

ଉଇକିପିଡ଼ିଆ‌ରୁ
ମିହିର କୁମାର ମେହେର
ବୃତ୍ତି
  • ଲେଖକ
  • ନାଟ୍ୟକାର
ଭାଷାଓଡ଼ିଆ
ନାଗରିକତାଭାରତୀୟ
ସାହିତ୍ୟ କୃତିନାଟକ: ଶକୁନ୍ତଳା
ପୁରସ୍କାରଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (ନାଟକ ଏକାଙ୍କିକା), ୨୦୦୩

ମିହିର କୁମାର ମେହେର ଜଣେ ଓଡ଼ିଆ ଲେଖକ ତଥା ନାଟ୍ୟକାର, ଯିଏକି ୨୦୦୩ ମସିହାରେ ତାଙ୍କ ରଚିତ ପୁସ୍ତକ ନାଟକ: ଶକୁନ୍ତଳା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।[୧]

ରଚନାବଳୀ[ସମ୍ପାଦନା]

ସମ୍ମାନ ଓ ପୁରସ୍କାର[ସମ୍ପାଦନା]

ଆଧାର[ସମ୍ପାଦନା]

  1. ୧.୦ ୧.୧ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ". ଓଡ଼ିଶା ସାହିତ୍ୟ ଏକାଡେମୀ. Archived from the original on 13 April 2017. Retrieved 13 April 2024.
  2. "ODISHA REFERENCE ANNUAL - 2011" (PDF). ODISHA REFERENCE: 95. Retrieved 10 April 2024.
  3. "ODISHA REFERENCE ANNUAL - 2005" (PDF). ODISHA REFERENCE: 631. Retrieved 10 April 2024.