ମୁରଲୀଧର ପଣ୍ଡା

ଉଇକିପିଡ଼ିଆ‌ରୁ
ମୁରଲୀଧର ପଣ୍ଡା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀରାଜେନ୍ଦ୍ର ନାରାୟଣ ସିଂହ ଦେଓ, ଅଚ୍ୟୁତାନନ୍ଦ ମହାନନ୍ଦ
ନିର୍ବାଚନ ମଣ୍ଡଳୀଟିଟିଲାଗଡ଼
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୮୨
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ବୃତ୍ତିରାଜନୀତିଜ୍ଞ

ମୁରଲୀଧର ପଣ୍ଡା (ମୃତ୍ୟୁ: ୧୯୮୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଭାରତ ସ୍ୱାଧୀନ ହେବା ପରେ ଓଡ଼ିଶାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଟିଟିଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମୁରଲୀଧର ପଣ୍ଡା ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ମୁରଲୀଧର ପଣ୍ଡା ୧୯୮୨ ମସିହାରେ ମୃତ୍ୟୁବରଣ କରିଥିଲେ । ୨୩ ଫେବୃଆରୀ ୧୯୮୨ରେ ତାଙ୍କୁ ଓଡ଼ିଶା ବିଧାନ ସଭା ଗୃହରେ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଥିଲା ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Muralidhar Panda". odishaassembly.nic.in. Odisha Assembly. Retrieved 25 September 2021.