ଯୀଶୁ

ଉଇକିପିଡ଼ିଆ‌ରୁ

ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛ‌ନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।

ଜନ୍ମ[ସମ୍ପାଦନା]

ଅଧିକାଂଶ ପଣ୍ଡିତ ସ‌ହ‌ମତ ହୁଅନ୍ତି ଯେ ଯୀଶୁଙ୍କ ଯନ୍ମ ପ୍ରାୟ ପ୍ରଥମ ଶତାବ୍ଦୀର ଆରମ୍ଭରେ ଏବଂ ମୃତ୍ୟୁ ୩୦ରୁ ୩୬ ଖ୍ରୀଷ୍ଟାବ୍ଦ ମଧ୍ୟରେ ହୋଇଥିଲା।[୧] ==ଧର୍ମ "We don't see things as they are, we see things as we are." †

ବାହାର ତଥ୍ୟ[ସମ୍ପାଦନା]

ଆଧାର[ସମ୍ପାଦନା]