ରିକ୍ଟର ସ୍କେଲ

ଉଇକିପିଡ଼ିଆ‌ରୁ
Charles Richter, c. 1970

ଭୂମିକମ୍ପର ତୀବ୍ରତା ମାପ କରିବା ପାଇଁ ଏକ ପ୍ରକାର ସ୍କେଲ ବ୍ୟବହାର କରାଯାଏ । ଏହାକୁ ରିକ୍ଟର ସ୍କେଲ୍ କୁହାଯାଏ । ୧୯୩୫ ମସିହାରେ ଆମେରିକାର ଚାର୍ଲସ ଫ୍ରାଙ୍କିସ୍ ରିକ୍ଟର ଏହାକୁ ବାହାର କରିଥିଲେ । ଏହା "୦'ଠାରୁ ଆରମ୍ଭ କରି ୧୨ ପର୍ଯ୍ୟନ୍ତ ଭୂମିକମ୍ପ ତୀବ୍ରତାକୁ ମାପ କରିପାରେ । ଏଥିରେ ପ୍ରତିଟି ସଂଖ୍ୟା ତାହାର ପୂର୍ବ ସଂଖ୍ୟାଠାରୁ ୧୦ ଗୁଣ ଅଧିକ ହୋଇଥାଏ । ଏହି ସ୍କେଲରେ ଭୂମିକମ୍ପର ତୀବ୍ରତା ୨.୦ରୁ କମ୍ ହୋଇଥିଲେ ତାହାକୁ ଜାଣିହୁଏ ନାହିଁ । ମାତ୍ର ଏହି ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୦ ବା ତାଠାରୁ ଅଧିକ ହୋଇଥିଲେ ତାହା କ୍ଷୟକ୍ଷତି ଘଟାଇଥାଏ । ରିଚର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୦ରୁ ଅଧିକ ହେଲେ ସେହି ଭୂମିକମ୍ପ ଜନିତ କ୍ଷୟ କ୍ଷତି ଅତି ଭୟାବହ ହୋଇଥାଏ ।

ଇତିହାସ[ସମ୍ପାଦନା]

ମାପ ପଦ୍ଧତି[ସମ୍ପାଦନା]

ଉଦାହରଣ[ସମ୍ପାଦନା]

ଆହୁରି ଦେଖନ୍ତୁ[ସମ୍ପାଦନା]

ଆଧାର[ସମ୍ପାଦନା]

ବାହାର ଲିଙ୍କ[ସମ୍ପାଦନା]