ଶାହଜାହାନ
ଉଇକିପିଡ଼ିଆ ରୁ
|
|
ଏହି ପୃଷ୍ଠାଟି ଏବେ ତିଆରି ଚାଲିଛି ଓ ଏକ ନୂଆ ଉଇକିପିଡ଼ିଆ ଲେଖା ଭାବରେ ବ୍ୟବହାର ଓ ବଦଳ କରାଯାଉଅଛି । ଯଦି ଲେଖକ ଜଣକ ବଦଳ ଦ୍ଵନ୍ଦ, ଅଦରକାରୀ ପ୍ରକ୍ରିୟା, ବିପଥଗାମୀ ଚେଷ୍ଟା ଓ ଅନ୍ୟାନ୍ୟ ଦ୍ଵନ୍ଦକୁ ଏଡ଼ାଇବା ନିମନ୍ତେ କେଉଁଠି ସମ୍ଭବ ବୋଲି ପଚାରି ଥାନ୍ତି, ତେବେ ପୃଷ୍ଠାଟିରେ କିଛି ବଦଳାନ୍ତୁ ନାହିଁ ବା ତାହାକୁ ଲିଭାଇବା ପାଇଁ ବାଛନ୍ତୁ ନାହିଁ ଯେହେତୁ ଏହା ଲେଖାର ଆରମ୍ଭ ଅବସ୍ଥାରେ ଅଛି । ଯଦି ଲେଖାଟି କେଇ ଘଣ୍ଟାଧରି ବଦଳା ଯାଇନାହିଁ ତେବେ ଏହି ଛାଞ୍ଚଟିକୁ ବାହାର କରିଦିଅନ୍ତୁ |
ସମ୍ରାଟ ଜାହାଙ୍ଗୀରଙ୍କ ତୃତୀୟ ସନ୍ତାନ ଶାହଜାହାନ ୧୫୯୨ ମସିହା ଜାନୁଆରୀ ୫ତାରିଖରେ ଜନ୍ମଗ୍ରହଣ କରିଥିଲେ ଜାହାଙ୍ଗୀରଙ୍କ ମୃତ୍ୟୁପରେ ନିଜର ସବୁ ଭାଇଙ୍କୁ ହତ୍ୟା କରି ସେ ୧୬୨୮ ଫେବୃଆରୀ ୪ ତାରିଖରେ ସିଂହାସନ ଆରୋହଣ କରିଥିଲେ ତାଙ୍କର ୩ ପତ୍ନୀ ମଧ୍ୟରୁ, ଦ୍ଵିତୀୟ ଥିଲେ ମମତାଜ, ମମତାଜଙ୍କ ସହ ତାଙ୍କ ବିବାହ୧୬୧୨ ମସିହାରେ ହୋଇଥିଲା ୧୬୩୧ରେ ମମତାଜଙ୍କ ମୃତ୍ୟୁ ପରେ, ତାଙ୍କ ସ୍ମୃତିରେ ସେ ତାଜମହଲ ନିର୍ମାଣ କରିଥିଲେ ଦିଲ୍ଲୀର ଜାମା ମସଜିଦ ଓ ଆଗ୍ରାର ମୋତି ମସଜିଦ ମଧ୍ୟ ତାଙ୍କ ଦ୍ଵାରା ନିର୍ମିତ ହୋଇଥିଲା ଶାହଜାହାନାବାଦ ନାମରେ ସେ ଏକ ନୂଆ ରାଜଧାନୀ ଗଢ଼ିଥିଲେ ୧୬୫୮ ମସିହାରେ ଶାହଜାହାନଙ୍କ ପୁତ୍ର ଆଉରଙ୍ଗଜେବ ତାଙ୍କୁ ବନ୍ଦୀ କରି ସିଂହାସନ ଆରୋହଣ କରିଥିଲେ ଦୀର୍ଘ ୮ବର୍ଷ ବନ୍ଦୀ ଜୀବନ ବିତାଇବାପରେ ୨୨ ଜାନୁଆରୀ ୧୬୬୬ରେ ତାଙ୍କର ମୃତ୍ୟୁ ଘଟିଥିଲା