ଶ୍ରୀବତ୍ସ ନାୟକ (୧୯୨୪ ଜନ୍ମ)

ଉଇକିପିଡ଼ିଆ‌ରୁ
ଶ୍ରୀବତ୍ସ ନାୟକ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ନିର୍ବାଚନ ମଣ୍ଡଳୀଗଁନ୍ଦିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1924-11-04)୪ ନଭେମ୍ବର ୧୯୨୪
ମୃତ୍ୟୁ୨୦ ମଇ ୨୦୧୬(2016-05-20) (ବୟସ ୯୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଚିତ୍ରଲେଖା ଦେବୀ
ବାପା/ବୋଉସତ୍ୟବାଦୀ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଶ୍ରୀବତ୍ସ ନାୟକ (୪ ନଭେମ୍ବର ୧୯୨୪ - ୧ ମଇ ୨୦୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗଁନ୍ଦିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଶ୍ରୀବତ୍ସ ନାୟକ ୧୯୨୪ ମସିହାର ନଭେମ୍ବର ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସତ୍ୟବାଦୀ ନାୟକ ଓ ପତ୍ନୀଙ୍କ ନାମ ଚିତ୍ରଲେଖା ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶ୍ରୀବତ୍ସ ନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଶ୍ରୀବତ୍ସ ନାୟକ ୨୦୧୬ ମସିହାର ମଇ ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Sribatsa Nayak". odishaassembly.nic.in. Odisha Assembly. Retrieved 29 September 2022.