ଶ୍ରେଣୀ:ଚାରି ଧାମ ମନ୍ଦିର

ଉଇକିପିଡ଼ିଆ‌ରୁ

ଆର୍ଯ୍ୟାବର୍ତ୍ତ ଭାରତ ବର୍ଷର ପ୍ରତ୍ୟେକ ଭାରତୀୟ ଚତୁର୍ଦ୍ଧାମ ରାମେଶ୍ଵର, ପୁରୀ, ବଦ୍ରୀନାଥ ଓ ଦ୍ଵାରକା ଦର୍ଶନର କାମନା କରିଥାନ୍ତି । ଚାରୋଟି ସ୍ଥାନ – ଚାରିଧାମ ପରମ ପବିତ୍ର । ଏଥିମଧ୍ୟରୁ ତିନୋଟି ଧାମ ପୁରୀ, ରାମେଶ୍ଵର ଏବଂ ଦ୍ଵାରକା ସାଗର କୂଳରେ ଓ ବଦ୍ରୀନାଥ ଧାମ ହିମାଳୟ ପର୍ବତରେ ଅବସ୍ଥିତ।

"ଚାରି ଧାମ ମନ୍ଦିର" ଶ୍ରେଣୀରେ ଥିବା ପୃଷ୍ଠାଗୁଡ଼ିକ

ମୋଟ ୬ ରୁ ଏହି ଶ୍ରେଣୀ ଭିତରେ ୬ଟି ପୃଷ୍ଠା ଅଛି ।