ସତ କେବେ ଲୁଚି ରହେନା

ଉଇକିପିଡ଼ିଆ‌ରୁ
ସତ କେବେ ଲୁଚି ରହେନା
ନିର୍ଦ୍ଦେଶକରମେଶ ମହାନ୍ତି
କଳାକାରଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ବିଜୟ ମହାନ୍ତି, ତନ୍ଦ୍ରା ରାୟ, ଜୟୀରାମ ସାମଲ
ସଙ୍ଗୀତବସନ୍ତ ଦାସ
ଚିତ୍ରଗ୍ରହଣରାଜୁ ମିଶ୍ର
ମୁକ୍ତିଲାଭ ତାରିଖ
୧୯୮୫
ଦେଶ ଭାରତ
ଭାଷାଓଡ଼ିଆ
ଖର୍ଚ୍ଚIndian Rupee ₹ ୩୨ଲକ୍ଷ ୫୦ହଜାର

ରମେଶ ମହାନ୍ତିଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆ କଥାଚିତ୍ର ସତ କେବେ ଲୁଚି ରହେନା ୧୯୮୫ ମସିହାରେ ମୁକ୍ତିଲାଭ କରିଥିଲା ।

ଅଭିନୟରେ[ସମ୍ପାଦନା]

ଓଡ଼ିଆ କଥାଚିତ୍ର ‘ସତ କେବେ ଲୁଚି ରହେନା’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:

ଆଧାର[ସମ୍ପାଦନା]

  1. "ଯଦି ଆପଣଙ୍କୁ ସିନେମା ଓ ଧାରାବାହିକ ଭିତରୁ ଗୋଟିଏକୁ ଚୟନ କରିବାକୁ ପଡ଼େ ତେବେ କେଉଁଟିକୁ ବାଛିବେ ? | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 21 January 2020. Archived from the original on 7 January 2022. Retrieved 7 January 2022.

ବାହାର ଆଧାର[ସମ୍ପାଦନା]