ସାଥୀରେ

ଉଇକିପିଡ଼ିଆ‌ରୁ
ସାଥୀରେ
ନିର୍ଦ୍ଦେଶକହର ପଟ୍ଟନାୟକ
ପ୍ରଯୋଜକଶୈଳବାଳା ଲେଙ୍କା
ହର ପଟ୍ଟନାୟକ
ଚିତ୍ରନାଟ୍ୟହର ପଟ୍ଟନାୟକ
କାହାଣୀହର ପଟ୍ଟନାୟକ
କଳାକାରଅନୁଭବ ମହାନ୍ତି
ମଧୁମିତା ବସୁ
ଶ୍ରୀତମ ଦାସ
ଅନିତା ଦାସ
ସଙ୍ଗୀତମନ୍ମଥ ମିଶ୍ର
ଚିତ୍ରଗ୍ରହଣନିରଞ୍ଜନ ଦାସ
ମୁକ୍ତିଲାଭ ତାରିଖ
୨୬ ଅଗଷ୍ଟ ୨୦୦୪
ଦେଶ ଭାରତ
ଭାଷାଓଡ଼ିଆ

ସାଥୀରେ, ୨୦୦୪ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶୈଳବାଳା ଲେଙ୍କାହର ପଟ୍ଟନାୟକହର ପଟ୍ଟନାୟକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୨][୩]

ଅନୁଭବ ମହାନ୍ତି, ମଧୁମିତା ବସୁ, ଶ୍ରୀତମ ଦାସ, ଅନିତା ଦାସ, ହର ପଟ୍ଟନାୟକ, ଦିପକ ପରିଡ଼ା, ସୋମା ଭୌମିକ, ଦେବୁ ବୋଷ, ରୁନୁ ପରିଜା, ପ୍ରଦ୍ୟୁମ୍ନ ଲେଙ୍କା, ପିଣ୍ଟୁ ନନ୍ଦ, କାନ୍ତା ସିଂହ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୨]

ଅଭିନୟ[ସମ୍ପାଦନା]

ଗୀତ ଓ ସଙ୍ଗୀତ[ସମ୍ପାଦନା]

ମନ୍ମଥ ମିଶ୍ର ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଏବଂ ଗୀତ ରଚନା କରିଥିଲେ ।[୨][୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "ରୂପେଲି ପରଦାକୁ କେବେ ଆଉ କେମିତି ଆସିଲା ରାକ୍ଷୀ: ପଢନ୍ତୁ ଏଇ କାହାଣୀ | News7". www.prameyanews7.com. Archived from the original on 30 September 2020. Retrieved 27 August 2018.
  2. ୨.୦ ୨.୧ ୨.୨ ୨.୩ "ନିଜ ନିର୍ଦ୍ଦେଶିତ ଏହି ଛବିରେ ପଜିଟିଭ୍‌ ରୋଲ୍‌ କରିଥିଲେ ହର ପଟ୍ଟନାୟକ!". Sambad. 20 September 2017. Archived from the original on 14 October 2020. Retrieved 22 July 2018.
  3. Portal, Prerna News (12 October 2020). "ଆଜି ମନେ ପଡନ୍ତି ଅଭିନେତା, ଚିତ୍ରନାଟ୍ୟକାର ଓ ନିର୍ଦ୍ଦେଶକ ହର ପଟ୍ଟନାୟକ". ପ୍ରେରଣା (in Odia). Archived from the original on 6 December 2021. Retrieved 6 December 2021.{{cite news}}: CS1 maint: unrecognized language (link)

ବାହାର ଆଧାର[ସମ୍ପାଦନା]