ସାଧାରଣତନ୍ତ୍ର ଦିବସ
ଉଇକିପିଡ଼ିଆ ରୁ
| ଏହି ଲେଖାଟି ଏକ ମୁଣ୍ଡିଆ ଲେଖା, ଆପଣ ଏହାକୁ ଏଠାରେ ବଦଳାଇ ଉଇକିପିଡ଼ିଆକୁ ଉନ୍ନତ କରିପାରନ୍ତେ । |
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । [୧]
ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ଜାତୀୟ ପତାକା ଉତ୍ତୋଳନ କରି ପରେଡ଼ ଅଭିବାଦନ ଗ୍ରହଣ କରନ୍ତି ପ୍ରତିବର୍ଷ ଅନ୍ୟ ଏକ ଦେଶର ରାଷ୍ଟ୍ର ମୁଖ୍ୟ ବା ରାଷ୍ଟ୍ର ପ୍ରତିନିଧିଙ୍କୁ ମୁଖ୍ୟ ଅତିଥି ରୂପେ ନିମନ୍ତ୍ରଣ କରାଯାଏ ୧୯୫୦ ମସିହାରୁ ଏହି ପରମ୍ପରା ଚଳି ଆସୁଛି
[ଏହାକୁ ବଦଳାନ୍ତୁ] ଆଧାର
- ↑ "Introduction to Constitution of India". Ministry of Law and Justice of India. 29 July 2008. http://indiacode.nic.in/coiweb/introd.htm. Retrieved 2008-10-14.