ହଳଧର ମିଶ୍ର

ଉଇକିପିଡ଼ିଆ‌ରୁ
ହଳଧର ମିଶ୍ର
ବିଧାୟକ: ୭ମ, ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୫
ନିର୍ବାଚନ ମଣ୍ଡଳୀଗଁଦିଆ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ନିର୍ବାଚନ ମଣ୍ଡଳୀଗଁଦିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1928-06-30)୩୦ ଜୁନ ୧୯୨୮
ମୃତ୍ୟୁ୧୬ ଜୁଲାଇ ୨୦୧୪(2014-07-16) (ବୟସ ୮୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ (ୟୁ)
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା, ସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀପ୍ରମିଳା କୁମାରୀ ଦେବୀ
ବାପା/ବୋଉଶିଖରେଶ୍ୱର ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ହଳଧର ମିଶ୍ର (୩୦ ଜୁନ୍ ୧୯୨୮ - ୧୬ ଜୁଲାଇ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୭ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗଁଦିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୭ମ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ହଳଧର ମିଶ୍ର ୧୯୨୮ ମସିହାର ଜୁନ୍ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଶିଖରେଶ୍ୱର ମିଶ୍ର ଓ ପତ୍ନୀଙ୍କ ନାମ ପ୍ରମିଳା କୁମାରୀ ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ହଳଧର ମିଶ୍ର ଓଡ଼ିଶା ରାଜନୀତିରେ ପ୍ରଥମେ ସ୍ୱତନ୍ତ୍ର ପାର୍ଟିରେ ଓ ପରେ ଜନତା ପାର୍ଟିରେ ଏବଂ ଭାରତୀୟ ଜାତୀୟ କଂଗ୍ରେସ (ୟୁ)ର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ଗଁଦିଆ ସ୍ୱତନ୍ତ୍ର ପାର୍ଟି
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ଗଁଦିଆ ଜନତା
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ଗଁଦିଆ କଂଗ୍ରେସ (ୟୁ)

ମୃତ୍ୟୁ[ସମ୍ପାଦନା]

ହଳଧର ମିଶ୍ର ୨୦୧୪ ମସିହାର ଜୁଲାଇ ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Haldhar Mishra". odishaassembly.nic.in. Odisha Assembly. Retrieved 11 September 2022.