"ବୃଷ (ରାଶି)" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Hpsatapathy (ଆଲୋଚନା | ଅବଦାନ) ଟିକେNo edit summary |
Hpsatapathy (ଆଲୋଚନା | ଅବଦାନ) ଟିକେ →ଜ୍ୟୋତିଷୀୟ ପୃଷ୍ଠଭୂମି |
||
୩ କ ଧାଡ଼ି: | ୩ କ ଧାଡ଼ି: | ||
== ଜ୍ୟୋତିଷୀୟ ପୃଷ୍ଠଭୂମି == |
== ଜ୍ୟୋତିଷୀୟ ପୃଷ୍ଠଭୂମି == |
||
ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ [[ସୂର୍ଯ୍ୟ]] ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ୧୨ ମାସରେ ପୃଥିବୀର ଚାରିଆଡ଼େ ପ୍ରଦକ୍ଷିଣ କରେ ।<ref name=packolkata>{{cite web|title=Indian Clendars|url=http://www.packolkata.gov.in/INDIAN_CALADAR_PAC.pdf|accessdate=24 September 2015}}</ref> ୩୦ ଡିଗ୍ରୀ ପରିମିତ ଏହି ପ୍ରତ୍ୟେକ କାଳ୍ପନିକ ଅଂଶ ଗୋଟିଏ ଗୋଟିଏ ରାଶି ନାମରେ ନାମିତ( ଅର୍ଥାତ୍ [[ମେଷ (ରାଶି)|ମେଷ]], ବୃଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା ବିଛା, ଧନୁ, ମକର, କୁମ୍ଭ, ମୀନ) । |
ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ [[ସୂର୍ଯ୍ୟ]] ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ୧୨ ମାସରେ ପୃଥିବୀର ଚାରିଆଡ଼େ ପ୍ରଦକ୍ଷିଣ କରେ ।<ref name=packolkata>{{cite web|title=Indian Clendars|url=http://www.packolkata.gov.in/INDIAN_CALADAR_PAC.pdf|accessdate=24 September 2015}}</ref> ୩୦ ଡିଗ୍ରୀ ପରିମିତ ଏହି ପ୍ରତ୍ୟେକ କାଳ୍ପନିକ ଅଂଶ ଗୋଟିଏ ଗୋଟିଏ ରାଶି ନାମରେ ନାମିତ( ଅର୍ଥାତ୍ [[ମେଷ (ରାଶି)|ମେଷ]], ବୃଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା ବିଛା, ଧନୁ, ମକର, କୁମ୍ଭ, ମୀନ) । ପାଶ୍ଚାତ୍ୟ ଜ୍ୟୋତିଷରେ ବ୍ୟକ୍ତିର ଜନ୍ମ ସମୟରେ ରାଶିଚକ୍ରରେ ସୂର୍ଯ୍ୟଙ୍କର ଅବସ୍ଥାନକୁ ନେଇ ଜନ୍ମ ରାଶି ନିର୍ଣ୍ଣୟ ହୁଏ । କିନ୍ତୁ ଭାରତୀୟ ଜ୍ୟୋତିଷ ବା ବୈଦିକ ଜ୍ୟୋତିଷରେ ଚନ୍ଦ୍ରଙ୍କର ଅବସ୍ଥାନକୁ ନେଇ ଜନ୍ମ ରାଶି ନିର୍ଣ୍ଣୟ କରାଯାଏ ।<ref name=Astroved>{{cite web|title=Sun Sign and Moon Sign|url=http://www.astroved.com/articles/sun-sign-and-moon-sign|accessdate=1 October 2015}}</ref> |
||
* ରାଶିଚକ୍ରରେ ବୃଷ ରାଶିର ଅବସ୍ଥାନ ୩୧ ଡିଗ୍ରୀରୁ ୬୦ ଡିଗ୍ରୀ ମଧ୍ୟରେ । ହିନ୍ଦୁ ଜ୍ୟୋତିଷ ପ୍ରକାରେ ଶୁକ୍ର ଏହାର ଅଧିପତି ଗ୍ରହ ।<ref name=Astrojyoti></ref> |
* ରାଶିଚକ୍ରରେ ବୃଷ ରାଶିର ଅବସ୍ଥାନ ୩୧ ଡିଗ୍ରୀରୁ ୬୦ ଡିଗ୍ରୀ ମଧ୍ୟରେ । ହିନ୍ଦୁ ଜ୍ୟୋତିଷ ପ୍ରକାରେ ଶୁକ୍ର ଏହାର ଅଧିପତି ଗ୍ରହ ।<ref name=Astrojyoti></ref> |
୦୬:୩୦, ୧ ଅକ୍ଟୋବର ୨୦୧୫ ଅନୁସାରେ କରାଯାଇଥିବା ବଦଳ
ସୌରଜଗତରେ ଗ୍ରହ ମାନେ ସୂର୍ଯ୍ୟଙ୍କୁ କେନ୍ଦ୍ରକରି ଏକ କାଳ୍ପନିକ ଅଣ୍ଡାକୃତି ପଥରେ ଘୁରିବୁଲୁଥାନ୍ତି । ହିନ୍ଦୁ ଜ୍ୟୋତିଷରେ ଏହି କାଳ୍ପନିକ ପଥ ବା ରାଶିଚକ୍ରକୁ(୩୬୦ ଡିଗ୍ରୀ) ୧୨ ଭାଗ କରାଯାଇ ପ୍ରତ୍ୟେକ ଭାଗକୁ (୩୦ ଡିଗ୍ରୀ) ଗୋଟୀଏ ଗୋଟିଏ ରାଶିର କଳ୍ପନା କରାଯାଇଛି । ବୃଷ ହେଉଛି ତନ୍ମଧ୍ୟରୁ ଦ୍ଵିତୀୟ ରାଶି ।[୧]
ଜ୍ୟୋତିଷୀୟ ପୃଷ୍ଠଭୂମି
ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସୂର୍ଯ୍ୟ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ୧୨ ମାସରେ ପୃଥିବୀର ଚାରିଆଡ଼େ ପ୍ରଦକ୍ଷିଣ କରେ ।[୨] ୩୦ ଡିଗ୍ରୀ ପରିମିତ ଏହି ପ୍ରତ୍ୟେକ କାଳ୍ପନିକ ଅଂଶ ଗୋଟିଏ ଗୋଟିଏ ରାଶି ନାମରେ ନାମିତ( ଅର୍ଥାତ୍ ମେଷ, ବୃଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା ବିଛା, ଧନୁ, ମକର, କୁମ୍ଭ, ମୀନ) । ପାଶ୍ଚାତ୍ୟ ଜ୍ୟୋତିଷରେ ବ୍ୟକ୍ତିର ଜନ୍ମ ସମୟରେ ରାଶିଚକ୍ରରେ ସୂର୍ଯ୍ୟଙ୍କର ଅବସ୍ଥାନକୁ ନେଇ ଜନ୍ମ ରାଶି ନିର୍ଣ୍ଣୟ ହୁଏ । କିନ୍ତୁ ଭାରତୀୟ ଜ୍ୟୋତିଷ ବା ବୈଦିକ ଜ୍ୟୋତିଷରେ ଚନ୍ଦ୍ରଙ୍କର ଅବସ୍ଥାନକୁ ନେଇ ଜନ୍ମ ରାଶି ନିର୍ଣ୍ଣୟ କରାଯାଏ ।[୩]
- ରାଶିଚକ୍ରରେ ବୃଷ ରାଶିର ଅବସ୍ଥାନ ୩୧ ଡିଗ୍ରୀରୁ ୬୦ ଡିଗ୍ରୀ ମଧ୍ୟରେ । ହିନ୍ଦୁ ଜ୍ୟୋତିଷ ପ୍ରକାରେ ଶୁକ୍ର ଏହାର ଅଧିପତି ଗ୍ରହ ।[୧]
- ହିନ୍ଦୁ ଜ୍ୟୋତିଷରେ ବୃଷ ରାଶିର ଆକୃତି/ସଂକେତ ଏକ ବୃଷଭ ପରି ।
- ପ୍ରତ୍ୟେକ ରାଶିରେ ସୂର୍ଯ୍ୟଙ୍କ ଅବସ୍ଥାନକୁ ଭିତ୍ତିକରି ୧୨ଗୋଟି ମାସ ଗଣନା କରାଯାଇଛି । ଏହିପରିଭାବେ ୧୨ ଟି ରାଶି ନାମରେ ନାମିତ ୧୨ଟି ସୌରମାସ ବା ଏକ ସୌର ବର୍ଷର ପରିମାଣ ୩୬୫ ଦିନ ।[୪]
- ବୈଦିକ ଜ୍ୟୋତିଷମତେ ବୃଷ ରାଶି ରଜଗୁଣୀ, ସ୍ଥିର ରାଶି, ବୈଶ୍ୟ ଜାତି, ପୃଥ୍ଵୀତତ୍ତ୍ଵ ବିଶିଷ୍ଟ ଏକ ସମ ରାଶି ।[୫]
- ହିନ୍ଦୁ ଜ୍ୟୋତିଷରେ ବ୍ୟକ୍ତିର ଜନ୍ମ ସମୟରେ ଚନ୍ଦ୍ର ଯେଉଁ ରାଶିରେ ଅବସ୍ଥାନ କରିଥାନ୍ତି, ତାହା ବ୍ୟକ୍ତିର ଜନ୍ମ ରାଶି ହୁଏ । ବୃଷ ରାଶିରେ ଜନ୍ମିତ ବ୍ୟକ୍ତି ବିଶେଷ ଉଚ୍ଚାଭିଳାଷି ଓ ଗର୍ବୀ ହୋଇଥାନ୍ତି ।[୬]
ଅଧିକ ତଥ୍ୟ
ଆଧାର
- ↑ ୧.୦ ୧.୧ "Zodiac". Retrieved 30 September 2015.
- ↑ "Indian Clendars" (PDF). Retrieved 24 September 2015.
- ↑ "Sun Sign and Moon Sign". Retrieved 1 October 2015.
- ↑ "Months named after rasis". Retrieved 24 September 2015.
- ↑ Swain, Captain Manasa Ranjan . ବୈଦିକ ଜ୍ୟୋତିଷ, ପୃଷ୍ଠା- ୦୬-୦୭. ପ୍ରକାଶକ-ଜ୍ୟୋତିଷ-ବାସ୍ତୁ ସାଧନା ଆଶ୍ରମ.
- ↑ "Misha(Aries)". Retrieved 30 September 2015.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |