Jump to content

"କନ୍ୟା (ରାଶି)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ପୃଷ୍ଠାଟିକୁ ଖାଲି କରିଦେଲେ
ଟିକେ ପୃଷ୍ଠା ତିଆରି
୧ କ ଧାଡ଼ି: ୧ କ ଧାଡ଼ି:
ସୌରଜଗତରେ [[ଗ୍ରହ]] ମାନେ ସୂର୍ଯ୍ୟଙ୍କୁ କେନ୍ଦ୍ରକରି ଏକ କାଳ୍ପନିକ ଅଣ୍ଡାକୃତି ପଥରେ ଘୁରିବୁଲୁଥାନ୍ତି । ହିନ୍ଦୁ ଜ୍ୟୋତିଷରେ ଏହି କାଳ୍ପନିକ ପଥ ବା ରାଶିଚକ୍ରକୁ(୩୬୦ ଡିଗ୍ରୀ) ୧୨ ଭାଗ କରାଯାଇ ପ୍ରତ୍ୟେକ ଭାଗକୁ (୩୦ ଡିଗ୍ରୀ) ଗୋଟୀଏ ଗୋଟିଏ ରାଶିର କଳ୍ପନା କରାଯାଇଛି । କନ୍ୟା ହେଉଛି ତନ୍ମଧ୍ୟରୁ ଷଷ୍ଠ ରାଶି ।<ref name=Astrojyoti>{{cite web|title=Zodiac|url=http://www.astrojyoti.com/lesson1.htm|accessdate=30 September 2015}}</ref>

== ଜ୍ୟୋତିଷୀୟ ପୃଷ୍ଠଭୂମି ==
ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ [[ସୂର୍ଯ୍ୟ]] ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ୧୨ ମାସରେ ପୃଥିବୀର ଚାରିଆଡ଼େ ପ୍ରଦକ୍ଷିଣ କରେ ।<ref name=packolkata>{{cite web|title=Indian Clendars|url=http://www.packolkata.gov.in/INDIAN_CALADAR_PAC.pdf|accessdate=24 September 2015}}</ref> ୩୦ ଡିଗ୍ରୀ ପରିମିତ ଏହି ପ୍ରତ୍ୟେକ କାଳ୍ପନିକ ଅଂଶ ଗୋଟିଏ ଗୋଟିଏ ରାଶି ନାମରେ ନାମିତ( ଅର୍ଥାତ୍ [[ମେଷ (ରାଶି)|ମେଷ]], [[ବୃଷ (ରାଶି)|ବୃଷ]], [[ମିଥୁନ (ରାଶି)|ମିଥୁନ]], [[କର୍କଟ (ରାଶି)|କର୍କଟ]], ସିଂହ, [[କନ୍ୟା (ରାଶି)|କନ୍ୟା]], [[ତୁଳା (ରାଶି)|ତୁଳା]], ବିଛା, ଧନୁ, ମକର, କୁମ୍ଭ, ମୀନ) । ପ୍ରତ୍ୟେକ ରାଶିରେ ସୂର୍ଯ୍ୟଙ୍କ ଅବସ୍ଥାନକୁ ଭିତ୍ତିକରି ୧୨ଗୋଟି ମାସ ଗଣନା କରାଯାଇଛି । ଏହିପରିଭାବେ ୧୨ ଟି ରାଶି ନାମରେ ନାମିତ ୧୨ଟି ସୌରମାସ ବା ଏକ ସୌର ବର୍ଷର ପରିମାଣ ୩୬୫ ଦିନ ।<ref name=math>{{cite web|title=Months named after rasis|url=http://www.math.nus.edu.sg/aslaksen/calendar/indian_months.html|accessdate=24 September 2015}}</ref> ପାଶ୍ଚାତ୍ୟ ଜ୍ୟୋତିଷରେ ବ୍ୟକ୍ତିର ଜନ୍ମ ସମୟରେ ରାଶିଚକ୍ରରେ ସୂର୍ଯ୍ୟଙ୍କର ଅବସ୍ଥାନକୁ ନେଇ ଜନ୍ମ ରାଶି ନିର୍ଣ୍ଣୟ ହୁଏ । କିନ୍ତୁ ଭାରତୀୟ ଜ୍ୟୋତିଷ ବା ବୈଦିକ ଜ୍ୟୋତିଷରେ ଚନ୍ଦ୍ରଙ୍କର ଅବସ୍ଥାନକୁ ନେଇ ଜନ୍ମ ରାଶି ନିର୍ଣ୍ଣୟ କରାଯାଏ ।<ref name=Astroved>{{cite web|title=Sun Sign and Moon Sign|url=http://www.astroved.com/articles/sun-sign-and-moon-sign|accessdate=1 October 2015}}</ref>

* ରାଶିଚକ୍ରରେ କନ୍ୟା ରାଶିର ଅବସ୍ଥାନ ୧୫୧ ଡିଗ୍ରୀରୁ ୧୮୦ ଡିଗ୍ରୀ ମଧ୍ୟରେ । ହିନ୍ଦୁ ଜ୍ୟୋତିଷ ପ୍ରକାରେ ବୁଧ ଏହାର ଅଧିପତି ଗ୍ରହ ।<ref name=Astrojyoti></ref>
* ହିନ୍ଦୁ ଜ୍ୟୋତିଷରେ କନ୍ୟା ରାଶିର ଆକୃତି/ସଂକେତ ଏକ କନ୍ୟା ପରି ।
* ବୈଦିକ ଜ୍ୟୋତିଷମତେ କନ୍ୟା ରାଶି ବୈଶ୍ୟ ଜାତି, ପୃଥ୍ଵୀତତ୍ତ୍ଵ ବିଶିଷ୍ଟ ଏକ ତମ ଗୁଣୀ ଓ ସମ ରାଶି ।<ref>Swain, Captain Manasa Ranjan . ''ବୈଦିକ ଜ୍ୟୋତିଷ'', ପୃଷ୍ଠା- ୦୬-୦୭. ପ୍ରକାଶକ-ଜ୍ୟୋତିଷ-ବାସ୍ତୁ ସାଧନା ଆଶ୍ରମ.</ref>
* ହିନ୍ଦୁ ଜ୍ୟୋତିଷରେ ବ୍ୟକ୍ତିର ଜନ୍ମ ସମୟରେ ଚନ୍ଦ୍ର ଯେଉଁ ରାଶିରେ ଅବସ୍ଥାନ କରିଥାନ୍ତି, ତାହା ବ୍ୟକ୍ତିର ଜନ୍ମ ରାଶି ହୁଏ । କନ୍ୟା ରାଶିରେ ଜନ୍ମିତ ବ୍ୟକ୍ତି କର୍ତ୍ତବ୍ୟପରାୟଣ, ଧୀରବୁଦ୍ଧି ସଂପନ୍ନ ତଥା ମେଳାପୀ ହୋଇଥାନ୍ତି ।<ref name=findyourfate>{{cite web|title=Misha(Aries)|url=http://www.findyourfate.com/indianastro/rasis-char.htm|accessdate=30 September 2015}}</ref>

== ଅଧିକ ତଥ୍ୟ ==
* [https://en.wikipedia.org/wiki/Indian_national_calendar "Indian national calendar"]
== ଆଧାର ==
{{ଆଧାର}}

[[ଶ୍ରେଣୀ:ଜ୍ୟୋତିଷୀ]]
[[ଶ୍ରେଣୀ:ଗଣସମ୍ପାଦନା ଅଭିଯାନ ୧୦୦୦୦ରେ ତିଆରି ପ୍ରସଙ୍ଗ]]

{{ଅଧାଗଢା}}

୧୬:୦୧, ୨ ଅକ୍ଟୋବର ୨୦୧୫ ଅନୁସାରେ କରାଯାଇଥିବା ବଦଳ

ସୌରଜଗତରେ ଗ୍ରହ ମାନେ ସୂର୍ଯ୍ୟଙ୍କୁ କେନ୍ଦ୍ରକରି ଏକ କାଳ୍ପନିକ ଅଣ୍ଡାକୃତି ପଥରେ ଘୁରିବୁଲୁଥାନ୍ତି । ହିନ୍ଦୁ ଜ୍ୟୋତିଷରେ ଏହି କାଳ୍ପନିକ ପଥ ବା ରାଶିଚକ୍ରକୁ(୩୬୦ ଡିଗ୍ରୀ) ୧୨ ଭାଗ କରାଯାଇ ପ୍ରତ୍ୟେକ ଭାଗକୁ (୩୦ ଡିଗ୍ରୀ) ଗୋଟୀଏ ଗୋଟିଏ ରାଶିର କଳ୍ପନା କରାଯାଇଛି । କନ୍ୟା ହେଉଛି ତନ୍ମଧ୍ୟରୁ ଷଷ୍ଠ ରାଶି ।[]

ଜ୍ୟୋତିଷୀୟ ପୃଷ୍ଠଭୂମି

ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସୂର୍ଯ୍ୟ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ୧୨ ମାସରେ ପୃଥିବୀର ଚାରିଆଡ଼େ ପ୍ରଦକ୍ଷିଣ କରେ ।[] ୩୦ ଡିଗ୍ରୀ ପରିମିତ ଏହି ପ୍ରତ୍ୟେକ କାଳ୍ପନିକ ଅଂଶ ଗୋଟିଏ ଗୋଟିଏ ରାଶି ନାମରେ ନାମିତ( ଅର୍ଥାତ୍ ମେଷ, ବୃଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା, ବିଛା, ଧନୁ, ମକର, କୁମ୍ଭ, ମୀନ) । ପ୍ରତ୍ୟେକ ରାଶିରେ ସୂର୍ଯ୍ୟଙ୍କ ଅବସ୍ଥାନକୁ ଭିତ୍ତିକରି ୧୨ଗୋଟି ମାସ ଗଣନା କରାଯାଇଛି । ଏହିପରିଭାବେ ୧୨ ଟି ରାଶି ନାମରେ ନାମିତ ୧୨ଟି ସୌରମାସ ବା ଏକ ସୌର ବର୍ଷର ପରିମାଣ ୩୬୫ ଦିନ ।[] ପାଶ୍ଚାତ୍ୟ ଜ୍ୟୋତିଷରେ ବ୍ୟକ୍ତିର ଜନ୍ମ ସମୟରେ ରାଶିଚକ୍ରରେ ସୂର୍ଯ୍ୟଙ୍କର ଅବସ୍ଥାନକୁ ନେଇ ଜନ୍ମ ରାଶି ନିର୍ଣ୍ଣୟ ହୁଏ । କିନ୍ତୁ ଭାରତୀୟ ଜ୍ୟୋତିଷ ବା ବୈଦିକ ଜ୍ୟୋତିଷରେ ଚନ୍ଦ୍ରଙ୍କର ଅବସ୍ଥାନକୁ ନେଇ ଜନ୍ମ ରାଶି ନିର୍ଣ୍ଣୟ କରାଯାଏ ।[]

  • ରାଶିଚକ୍ରରେ କନ୍ୟା ରାଶିର ଅବସ୍ଥାନ ୧୫୧ ଡିଗ୍ରୀରୁ ୧୮୦ ଡିଗ୍ରୀ ମଧ୍ୟରେ । ହିନ୍ଦୁ ଜ୍ୟୋତିଷ ପ୍ରକାରେ ବୁଧ ଏହାର ଅଧିପତି ଗ୍ରହ ।[]
  • ହିନ୍ଦୁ ଜ୍ୟୋତିଷରେ କନ୍ୟା ରାଶିର ଆକୃତି/ସଂକେତ ଏକ କନ୍ୟା ପରି ।
  • ବୈଦିକ ଜ୍ୟୋତିଷମତେ କନ୍ୟା ରାଶି ବୈଶ୍ୟ ଜାତି, ପୃଥ୍ଵୀତତ୍ତ୍ଵ ବିଶିଷ୍ଟ ଏକ ତମ ଗୁଣୀ ଓ ସମ ରାଶି ।[]
  • ହିନ୍ଦୁ ଜ୍ୟୋତିଷରେ ବ୍ୟକ୍ତିର ଜନ୍ମ ସମୟରେ ଚନ୍ଦ୍ର ଯେଉଁ ରାଶିରେ ଅବସ୍ଥାନ କରିଥାନ୍ତି, ତାହା ବ୍ୟକ୍ତିର ଜନ୍ମ ରାଶି ହୁଏ । କନ୍ୟା ରାଶିରେ ଜନ୍ମିତ ବ୍ୟକ୍ତି କର୍ତ୍ତବ୍ୟପରାୟଣ, ଧୀରବୁଦ୍ଧି ସଂପନ୍ନ ତଥା ମେଳାପୀ ହୋଇଥାନ୍ତି ।[]

ଅଧିକ ତଥ୍ୟ

ଆଧାର

  1. ୧.୦ ୧.୧ "Zodiac". Retrieved 30 September 2015.
  2. "Indian Clendars" (PDF). Retrieved 24 September 2015.
  3. "Months named after rasis". Retrieved 24 September 2015.
  4. "Sun Sign and Moon Sign". Retrieved 1 October 2015.
  5. Swain, Captain Manasa Ranjan . ବୈଦିକ ଜ୍ୟୋତିଷ, ପୃଷ୍ଠା- ୦୬-୦୭. ପ୍ରକାଶକ-ଜ୍ୟୋତିଷ-ବାସ୍ତୁ ସାଧନା ଆଶ୍ରମ.
  6. "Misha(Aries)". Retrieved 30 September 2015.