Jump to content

"ଭଲପାଏ ତତେ ୧୦୦ ରୁ ୧୦୦" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
No edit summary
୨୮ କ ଧାଡ଼ି: ୨୮ କ ଧାଡ଼ି:
'''ଭଲପାଏ ତ‌ତେ ୧୦୦ ରୁ ୧୦୦''', ୨୦୧୫ରେ ମୁକ୍ତିଲାଭ କରିଥିବା [[ଓଡ଼ିଆ ଭାଷା|ଓଡ଼ିଆ]] କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରମ ଅଗ୍ର‌ୱାଲ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରର ସଂଳାପ ଲେଖିଥିଲେ । ନିର୍ଦ୍ଦେଶନ ସୁଧାଂଶୁ ମୋହନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବିକାଶ ଦାସ ଏହି ଚଳଚ୍ଚିତ୍ରଟିରେ ସ୍ୱର ସଂଯୋଜନା କରିଥିଲେ । ଗୀତିକାର [[ଶ୍ରୀକାନ୍ତ ଗୌତମ]] ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । [[ନମିତା ଅଗ୍ରୱାଲ]], ସୌରିନ ଭଟ୍ଟ, ବାବୁଶାନ୍ ଆଦି କଣ୍ଠଶିଳ୍ପୀମାନେ କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
'''ଭଲପାଏ ତ‌ତେ ୧୦୦ ରୁ ୧୦୦''', ୨୦୧୫ରେ ମୁକ୍ତିଲାଭ କରିଥିବା [[ଓଡ଼ିଆ ଭାଷା|ଓଡ଼ିଆ]] କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରମ ଅଗ୍ର‌ୱାଲ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରର ସଂଳାପ ଲେଖିଥିଲେ । ନିର୍ଦ୍ଦେଶନ ସୁଧାଂଶୁ ମୋହନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବିକାଶ ଦାସ ଏହି ଚଳଚ୍ଚିତ୍ରଟିରେ ସ୍ୱର ସଂଯୋଜନା କରିଥିଲେ । ଗୀତିକାର [[ଶ୍ରୀକାନ୍ତ ଗୌତମ]] ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । [[ନମିତା ଅଗ୍ରୱାଲ]], ସୌରିନ ଭଟ୍ଟ, ବାବୁଶାନ୍ ଆଦି କଣ୍ଠଶିଳ୍ପୀମାନେ କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।


ଏହି ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ [[ବାବୁଶାନ୍]] । ବାବୁଙ୍କ ସ‌ହ ନାୟିକା ଭୂମିକାରେ ଅଭିନୟ କରିଥିଲେ [[ଶୀତଲ ପାତ୍ର]] । ହରିହର ମହାପାତ୍ର, ପୃଥିରାଜ, ଅମିତ ପାଣି, ଦେବାଶିଷ ପାତ୍ର ଆଦି କଳାକାରମାନେ ଏହି ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଏହି ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ [[ବାବୁଶାନ୍]] । ବାବୁଙ୍କ ସ‌ହ ନାୟିକା ଭୂମିକାରେ ଅଭିନୟ କରିଥିଲେ [[ଶୀତଲ ପାତ୍ର]] ।<ref>{{cite news|title="Suna Pila TIke Screw Dhila" Upcoming Odia Cinema of Babusan & Sheetal|url=http://enewsodia.com/suna-pila-tike-screw-dhila-upcoming-odia-cinema-babushan-sheetal/|accessdate=23 August 2017|newspaper=Enews ଓଡ଼ିଆ|date=15 February 2017}}</ref> ହରିହର ମହାପାତ୍ର, ପୃଥିରାଜ, ଅମିତ ପାଣି, ଦେବାଶିଷ ପାତ୍ର ଆଦି କଳାକାରମାନେ ଏହି ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।


==ଅଭିନୟ==
==ଅଭିନୟ==

୧୫:୦୧, ୨୩ ଅଗଷ୍ଟ ୨୦୧୭ ଅନୁସାରେ କରାଯାଇଥିବା ବଦଳ

ଭଲପାଏ ତ‌ତେ ୧୦୦ ରୁ ୧୦୦
ନିର୍ଦ୍ଦେଶକସୁଧାଂଶୁ ମୋହ‌ନ ସାହୁ
ପ୍ରଯୋଜକସୀତାରମ ଅଗ୍ର‌ୱାଲ
ସଂଳାପ(ସଂଳାପ): ରଣଜିତ ପଟ୍ଟନାୟକ
କଳାକାରବାବୁଶାନ୍, ଶୀତଲ ପାତ୍ର, ହରିହର ମହାପାତ୍ର, ପୃଥିରାଜ, ଦେବାଶିଷ ପାତ୍ର
ସଙ୍ଗୀତବିକାଶ ଦାସ
ସମ୍ପାଦକରାଜେଶ ଦାଶ
ମୁକ୍ତିଲାଭ ତାରିଖ
୧୮ ଅକ୍ଟୋବର ୨୦୧୫
ଦେଶ ଭାରତ
ଭାଷାଓଡ଼ିଆ

ଭଲପାଏ ତ‌ତେ ୧୦୦ ରୁ ୧୦୦, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରମ ଅଗ୍ର‌ୱାଲ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରର ସଂଳାପ ଲେଖିଥିଲେ । ନିର୍ଦ୍ଦେଶନ ସୁଧାଂଶୁ ମୋହନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବିକାଶ ଦାସ ଏହି ଚଳଚ୍ଚିତ୍ରଟିରେ ସ୍ୱର ସଂଯୋଜନା କରିଥିଲେ । ଗୀତିକାର ଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ନମିତା ଅଗ୍ରୱାଲ, ସୌରିନ ଭଟ୍ଟ, ବାବୁଶାନ୍ ଆଦି କଣ୍ଠଶିଳ୍ପୀମାନେ କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଏହି ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ । ବାବୁଙ୍କ ସ‌ହ ନାୟିକା ଭୂମିକାରେ ଅଭିନୟ କରିଥିଲେ ଶୀତଲ ପାତ୍ର[] ହରିହର ମହାପାତ୍ର, ପୃଥିରାଜ, ଅମିତ ପାଣି, ଦେବାଶିଷ ପାତ୍ର ଆଦି କଳାକାରମାନେ ଏହି ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ

କାହାଣୀ

ଗୀତ ଏବଂ ସଙ୍ଗୀତ

ଏହି ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବିକାଶ ଦାସ । ଗୀତିକାର ଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ନମିତା ଅଗ୍ର‌ୱାଲ, ସୌରିନ ଭଟ୍ଟ, ବାବୁଶାନ୍ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରର ଗୀତଗୁଡ଼ିକ ଗାଇଥିଲେ ।

ଗୀତ

କ୍ରମଗୀତସମୟ
1."ଭଲ ପାଏ ତ‌ତେ ମୁଁ" 
2."ଏଇ ଅଛୁ ମାୟାବିନୀ" 
3."ଏତେ ମେଘ ଥାଇ" 
4."ଯେବେଠାରୁ ତୁ" 
5."ସ୍ୱପ୍ନ ଝଲକେ" 
6."ତୁ ମତେ ଦେଖିଲୁ" 

ଆଧାର

  1. ""Suna Pila TIke Screw Dhila" Upcoming Odia Cinema of Babusan & Sheetal". Enews ଓଡ଼ିଆ. 15 February 2017. Retrieved 23 August 2017.

ବାହାର ଆଧାର

ଇଣ୍ଟରନେଟ ମୁଭି ଡାଟାବେସରେ ଭଲପାଏ ତତେ ୧୦୦ ରୁ ୧୦୦