"ଜ୍ୟୋତି ରଞ୍ଜନ ନାୟକ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
୩୧ କ ଧାଡ଼ି: | ୩୧ କ ଧାଡ଼ି: | ||
ଏହାପରେ ସେ ଦିଲୀପ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ କଥାଚିତ୍ର [[ଦିଲ୍ କା ରାଜା]]ରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ [[ପିଙ୍କି ପ୍ରିୟଦର୍ଶନୀ]] । ଦୀପିକା, [[ଉତ୍ତମ ମହାନ୍ତି]], [[ମିହିର ଦାସ]], [[ପ୍ରଦ୍ୟୁମ୍ନ ଲେଙ୍କା]], [[ପପୁ ପମ ପମ]] ପ୍ରମୁଖ କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ଫେବୃଆରୀ ମାସରେ ମୁକ୍ତିଲାଭ କରିଥିଲା । ଏହାପରେ ତାଙ୍କର ପ୍ରଥମ ଅଭିନୀତ ଚଳଚ୍ଚିତ୍ର [[ମିଠା ମିଠା]] ମଇ ମାସରେ ମୁକ୍ତିଲାଭ କରିଥିଲା । |
ଏହାପରେ ସେ ଦିଲୀପ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ କଥାଚିତ୍ର [[ଦିଲ୍ କା ରାଜା]]ରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ [[ପିଙ୍କି ପ୍ରିୟଦର୍ଶନୀ]] । ଦୀପିକା, [[ଉତ୍ତମ ମହାନ୍ତି]], [[ମିହିର ଦାସ]], [[ପ୍ରଦ୍ୟୁମ୍ନ ଲେଙ୍କା]], [[ପପୁ ପମ ପମ]] ପ୍ରମୁଖ କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ଫେବୃଆରୀ ମାସରେ ମୁକ୍ତିଲାଭ କରିଥିଲା । ଏହାପରେ ତାଙ୍କର ପ୍ରଥମ ଅଭିନୀତ ଚଳଚ୍ଚିତ୍ର [[ମିଠା ମିଠା]] ମଇ ମାସରେ ମୁକ୍ତିଲାଭ କରିଥିଲା । |
||
୨୦୧୭ ଦୀପାବଳୀ ସମୟରେ ଜ୍ୟୋତିଙ୍କର ୫ମ ଚଳଚ୍ଚିତ୍ର [[ତୁ ମୋ ହିରୋ]] ମୁକ୍ତିଲାଭ କରିଥିଲା । ଏହି ଚଳଚ୍ଚିତ୍ରଟୀର ନିର୍ଦ୍ଦେଶନା ଦେଇଥିଲେ ଦିଲୀପ ପଣ୍ଡା । ଏହି ଚଳଚ୍ଚିତ୍ରଟୀରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ [[ଝିଲିକ୍ ଭଟ୍ଟାଚାର୍ଯ୍ୟ]] । ଏହି କଥାଚିତ୍ରଟିଏ ଜ୍ୟୋତିଙ୍କ ସହ [[ସୁବାଶିଷ ଶର୍ମା]], [[ମିହିର ଦାସ]], [[ସରୋଜ ଦାସ]] ଆଦି କଳାକାମାନେ ଅଭିନୟ କରିଥିଲେ । |
୨୦୧୭ ଦୀପାବଳୀ ସମୟରେ ଜ୍ୟୋତିଙ୍କର ୫ମ ଚଳଚ୍ଚିତ୍ର [[ତୁ ମୋ ହିରୋ]] ମୁକ୍ତିଲାଭ କରିଥିଲା । ଏହି ଚଳଚ୍ଚିତ୍ରଟୀର ନିର୍ଦ୍ଦେଶନା ଦେଇଥିଲେ ଦିଲୀପ ପଣ୍ଡା । ଏହି ଚଳଚ୍ଚିତ୍ରଟୀରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ [[ଝିଲିକ୍ ଭଟ୍ଟାଚାର୍ଯ୍ୟ]] । ଏହି କଥାଚିତ୍ରଟିଏ ଜ୍ୟୋତିଙ୍କ ସହ [[ସୁବାଶିଷ ଶର୍ମା]], [[ମିହିର ଦାସ]], [[ସରୋଜ ଦାସ]] ଆଦି କଳାକାମାନେ ଅଭିନୟ କରିଥିଲେ ।<ref>{{cite news|title=ଦୀପାବଳି ବା କାଳୀ ପୂଜା ବଜାରରେ ହଇଚଇ ମଚେଇବାକୁ ଅପେକ୍ଷା କରିଛି ଓଡିଆ ଚଳଚ୍ଚିତ୍ର ତୁ ମୋ ହିରୋ|url=http://enewsodia.com/odia-film-tu-mo-hero/|accessdate=25 October 2017|newspaper=E News ଓଡ଼ିଆ|date=18 October 2017}}</ref> |
||
==ଅଭିନୀତ କଥାଚିତ୍ର== |
==ଅଭିନୀତ କଥାଚିତ୍ର== |
୧୧:୪୦, ୨୫ ଅକ୍ଟୋବର ୨୦୧୭ ଅନୁସାରେ କରାଯାଇଥିବା ବଦଳ
ଜ୍ୟୋତି ରଞ୍ଜନ ନାୟକ | |
---|---|
ଜନ୍ମ | ଜ୍ୟୋତିରଞ୍ଜନ ନାୟକ ୨୪ ଅକ୍ଟୋବର[୧] |
ବୃତ୍ତି | (ଓଡ଼ିଆ) ଅଭିନେତା |
ସକ୍ରିୟ ବର୍ଷ | ୨୦୧୬ରୁ-ଏବେଯାଏଁ |
ଜ୍ୟୋତି ରଞ୍ଜନ ନାୟକ ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୨୦୧୬ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଶ୍ରୀକାନ୍ତ ଗୌତମ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମ ମିଠା ମିଠା ଯୋଡ଼ିରେ ଭାଗ ନେଇ ବିଜେତା ହେବା ପରେ ଜ୍ୟୋତି ଓଡ଼ିଆ କଥାଚିତ୍ର ମିଠା ମିଠାରେ ନାୟକ ଭାବରେ ଅଭିନୟ କରିଥିଲେ, ମାତ୍ର ଏହି କଥାଚିତ୍ରଟି ମୁକ୍ତିଲାଭରେ ବିଳମ୍ବ ହୋଇଥିଲା । ଓଡ଼ିଆ କଥାଚିତ୍ର ଜଗତରେ ଜ୍ୟୋତିଙ୍କର ପ୍ରଥମ ମୁକ୍ତିଲାଭ ଚଳଚ୍ଚିତ୍ର ହେଉଛି ଦେଲେ ଧରା କଥା ସରେ । ଏହାପରେ ସେ ନିଝୁମ ରାତିର ସାଥୀ, ଦିଲ୍ କା ରାଜା, ତୁ ମୋ ହିରୋ ଆଦି କଥାଚିତ୍ରରେ ଅଭିନୟ କରିଥିଲେ ।
ପ୍ରାରମ୍ଭିକ ଜୀବନ
ଜ୍ୟୋତି ରଞ୍ଜନ ଚେନ୍ନାଇରେ ଇଞ୍ଜିନିୟରିଂ ପଢ଼ୁଥିଲେ ।[୨] ଏହି ସମୟେର ସେ ତାମିଲ କଥାଚିତ୍ରରେ ଅଭିନୟ କରିବାର ପ୍ରଚେଷ୍ଟା କରିଥିଲେ ମାତ୍ର ସଫଳ ହୋଇପାରିନଥିଲେ ।
ଅଭିନୟ ଜୀବନ
ଜ୍ୟୋତି ରଞ୍ଜନ ଚେନ୍ନାଇରେ ଇଞ୍ଜିନିୟରିଂ ପଢ଼ୁଥିଲାବେଳେ ଏକ ତାମିଲ ଚଳଚ୍ଚିତ୍ରରେ କାର୍ଯ୍ୟ କରିବା ପାଇଁ ମନୋନୀତ ହୋଇଥିଲେ, ମାତ୍ର ତାଙ୍କ ତାମିଲ ଭାଷା ଜଣ ନଥିବାରୁ ସେ ସେହି ଚଳଚ୍ଚିତ୍ରରୁ ଓହରିଯାଇଥିଲେ ।[୧] ପରବର୍ତ୍ତୀ ସମୟରେ ସେ ଓଡ଼ିଶା ଆସିବା ପରେ କଲର୍ସ ଓଡ଼ିଆରେ ପ୍ରସାରିତ କାର୍ଯ୍ୟକ୍ରମ ମିଠା ମିଠା ଯୋଡ଼ିରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମଟିରେ ବିଜୟୀ ଯୋଡ଼ିଙ୍କୁ ନେଇ ଓଡ଼ିଆ କଥାଚିତ୍ର ମିଠା ମିଠା ନିର୍ମାଣ କରାଯାଇଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଶ୍ରୀକାନ୍ତ ଗୌତମ । ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ଅମ୍ରିତା, ସମ୍ଭବ, ଶ୍ରଦ୍ଧା, ରାଜେଶ, ପ୍ରକୃତି ମିଶ୍ର ଆଦି କଳାକାରମାନେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିର ମୁକ୍ତିଲାଭରେ ବିଳମ୍ବ ହୋଇଥିଲା । ଏହି ଚଳଚ୍ଚିତ୍ରଟିର ମୁକ୍ତିଲାଭ ପୂର୍ବରୁ ତାଙ୍କର ଅନ୍ୟ ତିନୋଟି ଓଡ଼ିଆ କଥାଚିତ୍ର ମୁକ୍ତିଲାଭ କରିସାରିଥିଲା ।
ଓଡ଼ିଆ କଥାଚିତ୍ର ଜଗତରେ ଜ୍ୟୋତିଙ୍କର ପ୍ରଥମ ମୁକ୍ତିଲାଭ ଚଳଚ୍ଚିତ୍ର ହେଉଛି ଦେଲେ ଧରା କଥା ସରେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଶ୍ରୈଳେନ୍ଦ୍ର ମିଶ୍ର । ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ମାଳବିକା ବାନାର୍ଜୀ ନାୟିକା ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରିଟିରେ ଜ୍ୟୋତିଙ୍କ ସହ ଅଜିତ ଦାସ, ମହାଶ୍ୱେତା ରାୟ, ମୀନକେତନ, ବବି ମିଶ୍ର, ପୃଥୀରାଜ, ପ୍ରିୟଙ୍କା ମହାପାତ୍ର ପ୍ରମୁଖ ଅଭିନୟ କରିଥିଲେ ।
୨୦୧୭ ନବବର୍ଷ ସମୟରେ ଜ୍ୟୋତିଙ୍କର ନିଝୁମ ରାତିର ସାଥୀ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସଞ୍ଜୟ ନାୟକ । ଏହି ଚଳଚ୍ଚିତ୍ରଟିରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ ତମନ୍ନା । ଚନ୍ଦନ, ସତ୍ୟବ୍ରତ ତ୍ରିପାଠୀ, ପ୍ରେମାନନ୍ଦ ପରିଡ଼ା, ପଲ୍ଲବୀ, ସୋନାଲୀ, ସୁମନ, ବିଜୁ ବଡ଼ଜେନା ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।
ଏହାପରେ ସେ ଦିଲୀପ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ କଥାଚିତ୍ର ଦିଲ୍ କା ରାଜାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ ପିଙ୍କି ପ୍ରିୟଦର୍ଶନୀ । ଦୀପିକା, ଉତ୍ତମ ମହାନ୍ତି, ମିହିର ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ପପୁ ପମ ପମ ପ୍ରମୁଖ କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ଫେବୃଆରୀ ମାସରେ ମୁକ୍ତିଲାଭ କରିଥିଲା । ଏହାପରେ ତାଙ୍କର ପ୍ରଥମ ଅଭିନୀତ ଚଳଚ୍ଚିତ୍ର ମିଠା ମିଠା ମଇ ମାସରେ ମୁକ୍ତିଲାଭ କରିଥିଲା ।
୨୦୧୭ ଦୀପାବଳୀ ସମୟରେ ଜ୍ୟୋତିଙ୍କର ୫ମ ଚଳଚ୍ଚିତ୍ର ତୁ ମୋ ହିରୋ ମୁକ୍ତିଲାଭ କରିଥିଲା । ଏହି ଚଳଚ୍ଚିତ୍ରଟୀର ନିର୍ଦ୍ଦେଶନା ଦେଇଥିଲେ ଦିଲୀପ ପଣ୍ଡା । ଏହି ଚଳଚ୍ଚିତ୍ରଟୀରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ ଝିଲିକ୍ ଭଟ୍ଟାଚାର୍ଯ୍ୟ । ଏହି କଥାଚିତ୍ରଟିଏ ଜ୍ୟୋତିଙ୍କ ସହ ସୁବାଶିଷ ଶର୍ମା, ମିହିର ଦାସ, ସରୋଜ ଦାସ ଆଦି କଳାକାମାନେ ଅଭିନୟ କରିଥିଲେ ।[୩]
ଅଭିନୀତ କଥାଚିତ୍ର
ବର୍ଷ | ଚଳଚ୍ଚିତ୍ର | ନିର୍ଦ୍ଦେଶକ | ଭୂମିକା | ମନ୍ତବ୍ୟ |
---|---|---|---|---|
୨୦୧୬ | ଦେଲେ ଧରା କଥା ସରେ | ଶ୍ରୈଳେନ୍ଦ୍ର ମିଶ୍ର | ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ | |
୨୦୧୭ | ନିଝୁମ ରାତିର ସାଥୀ | ସଞ୍ଜୟ ନାୟକ | ||
ଦିଲ୍ କା ରାଜା | ଦିଲ୍ଲୀପ ପଣ୍ଡା | |||
ମିଠା ମିଠା | ଶ୍ରୀକାନ୍ତ ଗୌତମ | |||
ତୁ ମୋ ହିରୋ | ଦିଲୀପ ପଣ୍ଡା |
ଆଧାର
- ↑ ୧.୦ ୧.୧ "ତାମିଲ ସିନେମାରେ ହିରୋ ହୋଇଥାନ୍ତେ ଏହି ଓଲିଉଡ଼ ନାୟକ !". sambad.in. 24 October 2017. Retrieved 25 October 2017.
- ↑ "A Very Happy Birth Day To Jyoti Ranjan Nayak". E news ଓଡ଼ିଆ. 24 October 2016. Retrieved 25 October 2017.
- ↑ "ଦୀପାବଳି ବା କାଳୀ ପୂଜା ବଜାରରେ ହଇଚଇ ମଚେଇବାକୁ ଅପେକ୍ଷା କରିଛି ଓଡିଆ ଚଳଚ୍ଚିତ୍ର ତୁ ମୋ ହିରୋ". E News ଓଡ଼ିଆ. 18 October 2017. Retrieved 25 October 2017.