"ଜ୍ୟୋତି ରଞ୍ଜନ ନାୟକ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
୨୫ କ ଧାଡ଼ି: | ୨୫ କ ଧାଡ଼ି: | ||
ଜ୍ୟୋତି ରଞ୍ଜନ [[ଚେନ୍ନାଇ]]ରେ ଇଞ୍ଜିନିୟରିଂ ପଢ଼ୁଥିଲାବେଳେ ଏକ [[ତାମିଲ ଭାଷା|ତାମିଲ]] ଚଳଚ୍ଚିତ୍ରରେ କାର୍ଯ୍ୟ କରିବା ପାଇଁ ମନୋନୀତ ହୋଇଥିଲେ, ମାତ୍ର ତାଙ୍କ ତାମିଲ ଭାଷା ଜଣ ନଥିବାରୁ ସେ ସେହି ଚଳଚ୍ଚିତ୍ରରୁ ଓହରିଯାଇଥିଲେ ।<ref name="ତାମିଲ ସିନେମାରେ ହିରୋ ହୋଇଥାନ୍ତେ ଏହି ଓଲିଉଡ଼ ନାୟକ">{{cite news|title=ତାମିଲ ସିନେମାରେ ହିରୋ ହୋଇଥାନ୍ତେ ଏହି ଓଲିଉଡ଼ ନାୟକ !|url=http://sambad.in/entertainment/odiajyoti-14854/|accessdate=25 October 2017|newspaper=sambad.in|date=24 October 2017}}</ref> ପରବର୍ତ୍ତୀ ସମୟରେ ସେ ଓଡ଼ିଶା ଆସିବା ପରେ [[ଇ ଟିଭି ଓଡ଼ିଆ|କଲର୍ସ ଓଡ଼ିଆ]]ରେ ପ୍ରସାରିତ କାର୍ଯ୍ୟକ୍ରମ [[ମିଠା ମିଠା ଯୋଡ଼ି]]ରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମଟିରେ ବିଜୟୀ ଯୋଡ଼ିଙ୍କୁ ନେଇ ଓଡ଼ିଆ କଥାଚିତ୍ର [[ମିଠା ମିଠା]] ନିର୍ମାଣ କରାଯାଇଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ [[ଶ୍ରୀକାନ୍ତ ଗୌତମ]] । ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ଅମ୍ରିତା, ସମ୍ଭବ, ଶ୍ରଦ୍ଧା, ରାଜେଶ, [[ପ୍ରକୃତି ମିଶ୍ର]] ଆଦି କଳାକାରମାନେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିର ମୁକ୍ତିଲାଭରେ ବିଳମ୍ବ ହୋଇଥିଲା । ଏହି ଚଳଚ୍ଚିତ୍ରଟିର ମୁକ୍ତିଲାଭ ପୂର୍ବରୁ ତାଙ୍କର ଅନ୍ୟ ତିନୋଟି ଓଡ଼ିଆ କଥାଚିତ୍ର ମୁକ୍ତିଲାଭ କରିସାରିଥିଲା । |

||
ଓଡ଼ିଆ କଥାଚିତ୍ର ଜଗତରେ ଜ୍ୟୋତିଙ୍କର ପ୍ରଥମ ମୁକ୍ତିଲାଭ ଚଳଚ୍ଚିତ୍ର ହେଉଛି [[ଦେଲେ ଧରା କଥା ସରେ]] । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଶ୍ରୈଳେନ୍ଦ୍ର ମିଶ୍ର । ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ମାଳବିକା ବାନାର୍ଜୀ ନାୟିକା ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରିଟିରେ ଜ୍ୟୋତିଙ୍କ ସହ [[ଅଜିତ ଦାସ]], [[ମହାଶ୍ୱେତା ରାୟ]], [[ମୀନକେତନ]], [[ବବି ମିଶ୍ର]], ପୃଥୀରାଜ, [[ପ୍ରିୟଙ୍କା ମହାପାତ୍ର]] ପ୍ରମୁଖ ଅଭିନୟ କରିଥିଲେ । |
ଓଡ଼ିଆ କଥାଚିତ୍ର ଜଗତରେ ଜ୍ୟୋତିଙ୍କର ପ୍ରଥମ ମୁକ୍ତିଲାଭ ଚଳଚ୍ଚିତ୍ର ହେଉଛି [[ଦେଲେ ଧରା କଥା ସରେ]] ।<ref>{{cite news|title=ଝିଲିକ୍ ଓ ଜ୍ୟୋତି ରଞ୍ଜନଙ୍କ ଆଗାମୀ ଓଡ଼ିଆ ଛବି 'ତୁ ମୋ ହିରୋ'|url=https://enewsodia.com/jhilik-jyoti-odia-movie-tu-mo-hero/|accessdate=26 July 2017|newspaper=E News ଓଡ଼ିଆ|date=19 July 2017}}</ref> ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଶ୍ରୈଳେନ୍ଦ୍ର ମିଶ୍ର ।<ref name="Babi">{{cite news|title=ଆସନ୍ତା ୧୧ ତାରିଖରେ ମୁକ୍ତିଲାଭ କରିବ ଦେଲେ ଧରା କଥା ସରେ|url=http://muodiatv.blogspot.in/2016/11/blog-post_9.html|accessdate=26 July 2017|newspaper=Mu Odia TV|date=9 November 2016}}</ref> ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ମାଳବିକା ବାନାର୍ଜୀ ନାୟିକା ଭୂମିକାରେ ଅଭିନୟ କରିଥିଲେ ।<ref>{{cite news|title=ଦେଲେ ଧରା କଥା ସରେ|url=http://kanaknews.com/dele-dhara-katha-sare/|accessdate=26 July 2017|newspaper=କନକ ନ୍ୟୁଜ|date=26 April 2016}}</ref> ଏହି କଥାଚିତ୍ରିଟିରେ ଜ୍ୟୋତିଙ୍କ ସହ [[ଅଜିତ ଦାସ]], [[ମହାଶ୍ୱେତା ରାୟ]], [[ମୀନକେତନ]], [[ବବି ମିଶ୍ର]], ପୃଥୀରାଜ, [[ପ୍ରିୟଙ୍କା ମହାପାତ୍ର]] ପ୍ରମୁଖ ଅଭିନୟ କରିଥିଲେ ।<ref name="ଦେଲେ ଧରା କଥା ସରେ">{{cite news|title=୧୧ରେ ‘ଦେଲେ ଧରା କଥା ସରେ’|url=http://www.sambad.in/news/entertainment/dele-dhara-katha-sare-on-11th/15181.html|accessdate=26 July 2017|newspaper=ସମ୍ବାଦ|date=6 November 2016}}</ref> |
||
୨୦୧୭ ନବବର୍ଷ ସମୟରେ ଜ୍ୟୋତିଙ୍କର [[ନିଝୁମ ରାତିର ସାଥୀ]] ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ [[ସଞ୍ଜୟ ନାୟକ]] । ଏହି ଚଳଚ୍ଚିତ୍ରଟିରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ ତମନ୍ନା । ଚନ୍ଦନ, ସତ୍ୟବ୍ରତ ତ୍ରିପାଠୀ, ପ୍ରେମାନନ୍ଦ ପରିଡ଼ା, ପଲ୍ଲବୀ, ସୋନାଲୀ, ସୁମନ, ବିଜୁ ବଡ଼ଜେନା ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ । |

୧୧:୪୭, ୨୫ ଅକ୍ଟୋବର ୨୦୧୭ ଅନୁସାରେ କରାଯାଇଥିବା ବଦଳ
ଜ୍ୟୋତି ରଞ୍ଜନ ନାୟକ | |
---|---|
ଜନ୍ମ | ଜ୍ୟୋତିରଞ୍ଜନ ନାୟକ ୨୪ ଅକ୍ଟୋବର[୧] |
ବୃତ୍ତି | (ଓଡ଼ିଆ) ଅଭିନେତା |
ସକ୍ରିୟ ବର୍ଷ | ୨୦୧୬ରୁ-ଏବେଯାଏଁ |
ଜ୍ୟୋତି ରଞ୍ଜନ ନାୟକ ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୨୦୧୬ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଶ୍ରୀକାନ୍ତ ଗୌତମ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମ ମିଠା ମିଠା ଯୋଡ଼ିରେ ଭାଗ ନେଇ ବିଜେତା ହେବା ପରେ ଜ୍ୟୋତି ଓଡ଼ିଆ କଥାଚିତ୍ର ମିଠା ମିଠାରେ ନାୟକ ଭାବରେ ଅଭିନୟ କରିଥିଲେ, ମାତ୍ର ଏହି କଥାଚିତ୍ରଟି ମୁକ୍ତିଲାଭରେ ବିଳମ୍ବ ହୋଇଥିଲା । ଓଡ଼ିଆ କଥାଚିତ୍ର ଜଗତରେ ଜ୍ୟୋତିଙ୍କର ପ୍ରଥମ ମୁକ୍ତିଲାଭ ଚଳଚ୍ଚିତ୍ର ହେଉଛି ଦେଲେ ଧରା କଥା ସରେ । ଏହାପରେ ସେ ନିଝୁମ ରାତିର ସାଥୀ, ଦିଲ୍ କା ରାଜା, ତୁ ମୋ ହିରୋ ଆଦି କଥାଚିତ୍ରରେ ଅଭିନୟ କରିଥିଲେ ।
ପ୍ରାରମ୍ଭିକ ଜୀବନ
ଜ୍ୟୋତି ରଞ୍ଜନ ଚେନ୍ନାଇରେ ଇଞ୍ଜିନିୟରିଂ ପଢ଼ୁଥିଲେ ।[୨] ଏହି ସମୟେର ସେ ତାମିଲ କଥାଚିତ୍ରରେ ଅଭିନୟ କରିବାର ପ୍ରଚେଷ୍ଟା କରିଥିଲେ ମାତ୍ର ସଫଳ ହୋଇପାରିନଥିଲେ ।
ଅଭିନୟ ଜୀବନ
ଜ୍ୟୋତି ରଞ୍ଜନ ଚେନ୍ନାଇରେ ଇଞ୍ଜିନିୟରିଂ ପଢ଼ୁଥିଲାବେଳେ ଏକ ତାମିଲ ଚଳଚ୍ଚିତ୍ରରେ କାର୍ଯ୍ୟ କରିବା ପାଇଁ ମନୋନୀତ ହୋଇଥିଲେ, ମାତ୍ର ତାଙ୍କ ତାମିଲ ଭାଷା ଜଣ ନଥିବାରୁ ସେ ସେହି ଚଳଚ୍ଚିତ୍ରରୁ ଓହରିଯାଇଥିଲେ ।[୧] ପରବର୍ତ୍ତୀ ସମୟରେ ସେ ଓଡ଼ିଶା ଆସିବା ପରେ କଲର୍ସ ଓଡ଼ିଆରେ ପ୍ରସାରିତ କାର୍ଯ୍ୟକ୍ରମ ମିଠା ମିଠା ଯୋଡ଼ିରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମଟିରେ ବିଜୟୀ ଯୋଡ଼ିଙ୍କୁ ନେଇ ଓଡ଼ିଆ କଥାଚିତ୍ର ମିଠା ମିଠା ନିର୍ମାଣ କରାଯାଇଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଶ୍ରୀକାନ୍ତ ଗୌତମ । ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ଅମ୍ରିତା, ସମ୍ଭବ, ଶ୍ରଦ୍ଧା, ରାଜେଶ, ପ୍ରକୃତି ମିଶ୍ର ଆଦି କଳାକାରମାନେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିର ମୁକ୍ତିଲାଭରେ ବିଳମ୍ବ ହୋଇଥିଲା । ଏହି ଚଳଚ୍ଚିତ୍ରଟିର ମୁକ୍ତିଲାଭ ପୂର୍ବରୁ ତାଙ୍କର ଅନ୍ୟ ତିନୋଟି ଓଡ଼ିଆ କଥାଚିତ୍ର ମୁକ୍ତିଲାଭ କରିସାରିଥିଲା ।
ଓଡ଼ିଆ କଥାଚିତ୍ର ଜଗତରେ ଜ୍ୟୋତିଙ୍କର ପ୍ରଥମ ମୁକ୍ତିଲାଭ ଚଳଚ୍ଚିତ୍ର ହେଉଛି ଦେଲେ ଧରା କଥା ସରେ ।[୩] ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଶ୍ରୈଳେନ୍ଦ୍ର ମିଶ୍ର ।[୪] ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ମାଳବିକା ବାନାର୍ଜୀ ନାୟିକା ଭୂମିକାରେ ଅଭିନୟ କରିଥିଲେ ।[୫] ଏହି କଥାଚିତ୍ରିଟିରେ ଜ୍ୟୋତିଙ୍କ ସହ ଅଜିତ ଦାସ, ମହାଶ୍ୱେତା ରାୟ, ମୀନକେତନ, ବବି ମିଶ୍ର, ପୃଥୀରାଜ, ପ୍ରିୟଙ୍କା ମହାପାତ୍ର ପ୍ରମୁଖ ଅଭିନୟ କରିଥିଲେ ।[୬]
୨୦୧୭ ନବବର୍ଷ ସମୟରେ ଜ୍ୟୋତିଙ୍କର ନିଝୁମ ରାତିର ସାଥୀ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସଞ୍ଜୟ ନାୟକ । ଏହି ଚଳଚ୍ଚିତ୍ରଟିରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ ତମନ୍ନା । ଚନ୍ଦନ, ସତ୍ୟବ୍ରତ ତ୍ରିପାଠୀ, ପ୍ରେମାନନ୍ଦ ପରିଡ଼ା, ପଲ୍ଲବୀ, ସୋନାଲୀ, ସୁମନ, ବିଜୁ ବଡ଼ଜେନା ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।
ଏହାପରେ ସେ ଦିଲୀପ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ କଥାଚିତ୍ର ଦିଲ୍ କା ରାଜାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ ପିଙ୍କି ପ୍ରିୟଦର୍ଶନୀ । ଦୀପିକା, ଉତ୍ତମ ମହାନ୍ତି, ମିହିର ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ପପୁ ପମ ପମ ପ୍ରମୁଖ କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ଫେବୃଆରୀ ମାସରେ ମୁକ୍ତିଲାଭ କରିଥିଲା । ଏହାପରେ ତାଙ୍କର ପ୍ରଥମ ଅଭିନୀତ ଚଳଚ୍ଚିତ୍ର ମିଠା ମିଠା ମଇ ମାସରେ ମୁକ୍ତିଲାଭ କରିଥିଲା ।
୨୦୧୭ ଦୀପାବଳୀ ସମୟରେ ଜ୍ୟୋତିଙ୍କର ୫ମ ଚଳଚ୍ଚିତ୍ର ତୁ ମୋ ହିରୋ ମୁକ୍ତିଲାଭ କରିଥିଲା ।[୭] ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଦିଲୀପ ପଣ୍ଡା ।[୮] ଏହି ଚଳଚ୍ଚିତ୍ରଟିରେ ଜ୍ୟୋତିଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ ଝିଲିକ୍ ଭଟ୍ଟାଚାର୍ଯ୍ୟ ।[୯][୧୦] ଏହି କଥାଚିତ୍ରଟିଏ ଜ୍ୟୋତିଙ୍କ ସହ ସୁବାଶିଷ ଶର୍ମା, ମିହିର ଦାସ, ସରୋଜ ଦାସ ଆଦି କଳାକାମାନେ ଅଭିନୟ କରିଥିଲେ ।[୧୧]
ଅଭିନୀତ କଥାଚିତ୍ର
ବର୍ଷ | ଚଳଚ୍ଚିତ୍ର | ନିର୍ଦ୍ଦେଶକ | ଭୂମିକା | ମନ୍ତବ୍ୟ |
---|---|---|---|---|
୨୦୧୬ | ଦେଲେ ଧରା କଥା ସରେ | ଶ୍ରୈଳେନ୍ଦ୍ର ମିଶ୍ର | ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ | |
୨୦୧୭ | ନିଝୁମ ରାତିର ସାଥୀ | ସଞ୍ଜୟ ନାୟକ | ||
ଦିଲ୍ କା ରାଜା | ଦିଲ୍ଲୀପ ପଣ୍ଡା | |||
ମିଠା ମିଠା | ଶ୍ରୀକାନ୍ତ ଗୌତମ | |||
ତୁ ମୋ ହିରୋ | ଦିଲୀପ ପଣ୍ଡା |
ଆଧାର
- ↑ ୧.୦ ୧.୧ "ତାମିଲ ସିନେମାରେ ହିରୋ ହୋଇଥାନ୍ତେ ଏହି ଓଲିଉଡ଼ ନାୟକ !". sambad.in. 24 October 2017. Retrieved 25 October 2017.
- ↑ "A Very Happy Birth Day To Jyoti Ranjan Nayak". E news ଓଡ଼ିଆ. 24 October 2016. Retrieved 25 October 2017.
- ↑ "ଝିଲିକ୍ ଓ ଜ୍ୟୋତି ରଞ୍ଜନଙ୍କ ଆଗାମୀ ଓଡ଼ିଆ ଛବି 'ତୁ ମୋ ହିରୋ'". E News ଓଡ଼ିଆ. 19 July 2017. Retrieved 26 July 2017.
- ↑ "ଆସନ୍ତା ୧୧ ତାରିଖରେ ମୁକ୍ତିଲାଭ କରିବ ଦେଲେ ଧରା କଥା ସରେ". Mu Odia TV. 9 November 2016. Retrieved 26 July 2017.
- ↑ "ଦେଲେ ଧରା କଥା ସରେ". କନକ ନ୍ୟୁଜ. 26 April 2016. Retrieved 26 July 2017.
- ↑ "୧୧ରେ 'ଦେଲେ ଧରା କଥା ସରେ'". ସମ୍ବାଦ. 6 November 2016. Retrieved 26 July 2017.
- ↑ "ଆଜି ପରଦାକୁ ଆସୁଛି 'ତୁ ମୋ ହିରୋ'". sambad.in. 20 October 2017. Retrieved 25 October 2017.
- ↑ "Subha Mahurat Of Upcoming Odia Film Tu Mo Hero". E News Odia. 8 June 2017. Retrieved 3 October 2017.
- ↑ "ଝିଲିକ୍ ଓ ଜ୍ୟୋତି ରଞ୍ଜନ ଙ୍କ ଆଗାମୀ ଓଡ଼ିଆ ଛବି 'ତୁ ମୋ ହିରୋ'". E News Odia. 19 July 2017. Retrieved 3 October 2017.
- ↑ "ଚୁଲ୍ବୁଲି ଝିଅ, ପତ୍ନୀ ଓ ଶେଷରେ ସ୍ନେହମୟୀ ମାଆ ଭୂମିକାରେ ଝିଲିକ୍!". sambad.in. 22 October 2017. Retrieved 24 October 2017.
- ↑ "ଦୀପାବଳି ବା କାଳୀ ପୂଜା ବଜାରରେ ହଇଚଇ ମଚେଇବାକୁ ଅପେକ୍ଷା କରିଛି ଓଡିଆ ଚଳଚ୍ଚିତ୍ର ତୁ ମୋ ହିରୋ". E News ଓଡ଼ିଆ. 18 October 2017. Retrieved 25 October 2017.