Jump to content

"ଭାରତୀୟ ଆଇନରେ ବ୍ୟଭିଚାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ଲିଙ୍କ୍ ତିଆରି
add reference
୧ କ ଧାଡ଼ି: ୧ କ ଧାଡ଼ି:
{{ଛୋଟ|Adultery law in India}}ଭାରତୀୟ ଆଇନରେ ବ୍ୟଭିଚାର
{{ଛୋଟ|Adultery law in India}}ଭାରତୀୟ ଆଇନରେ ବ୍ୟଭିଚାର


[[ଭାରତୀୟ ଦଣ୍ଡ ସଂହିତା,୧୮୬୦|ଭାରତୀୟ ଦଣ୍ଡ ସଂହିତା]] ର ଧାରା ୪୯୭ ରେ ବ୍ୟଭିଚାରର ପରିଭାଷା ତଥା ବ୍ୟଭିଚାର ନିମନ୍ତେ ଦଣ୍ଡ ବିଷୟରେ ଉଲ୍ଲେଖ ରହିଅଛି । ଏହି ପରିଭାଷା ଅନୁସାରେ ଜଣେ ପୁରୁଷ ଯଦି ଅନ୍ୟ କାହାର ସ୍ତ୍ରୀସହ, ଯାହାକୁ ସେ ଅନ୍ୟର ବିବାହିତ ସ୍ତ୍ରୀ ବୋଲି ଜାଣେ, ଉକ୍ତ ପୁରୁଷର ସହମତି ବିନା ସେହି ସ୍ତ୍ରୀର ସହମତିରେ ଶାରୀରୀକ ସମ୍ପର୍କ ସ୍ଥାପନ କରେ ତାହା ଆଇନଗତ ଭାବେ ବ୍ୟଭିଚାର ଅପରାଧର ଅନ୍ତର୍ଭୁକ୍ତ ଅଟେ । ବ୍ୟଭିଚାର ଅଭିଯୁକ୍ତ ପୁରୁଷ ପାଇଁ ଦଣ୍ଡର ପ୍ରାବଧାନ ଥିଲେ ବି ବ୍ୟଭିଚାରୀ ସ୍ତ୍ରୀ ପାଇଁ ଦଣ୍ଡର ବ୍ୟବସ୍ଥା ଭାରତୀୟ ଆଇନରେ ନାହିଁ । ତେବେ [[ହିନ୍ଦୁ ବିବାହ ଅଧିନିୟମ, ୧୯୫୫]] ର ପ୍ରବଧାନ ଅନୁସାରେ ବ୍ୟଭିଚାର ଭଳି ଅପରାଧରେ ଲିପ୍ତ ଥିବା କାରଣରୁ ପତି କିମ୍ବା ପତ୍ନୀ ନିଜର ଜୀବନ ସାଥୀ ବିରୁଦ୍ଧରେ [[ବିବାହ ବିଚ୍ଛେଦ]] ପାଇଁ ମକଦ୍ଦମା କରିପାରିବେ ।
[[ଭାରତୀୟ ଦଣ୍ଡ ସଂହିତା,୧୮୬୦|ଭାରତୀୟ ଦଣ୍ଡ ସଂହିତା]] ର ଧାରା ୪୯୭ ରେ ବ୍ୟଭିଚାରର ପରିଭାଷା ତଥା ବ୍ୟଭିଚାର ନିମନ୍ତେ ଦଣ୍ଡ ବିଷୟରେ ଉଲ୍ଲେଖ ରହିଅଛି । ଏହି ପରିଭାଷା ଅନୁସାରେ ଜଣେ ପୁରୁଷ ଯଦି ଅନ୍ୟ କାହାର ସ୍ତ୍ରୀସହ, ଯାହାକୁ ସେ ଅନ୍ୟର ବିବାହିତ ସ୍ତ୍ରୀ ବୋଲି ଜାଣେ, ଉକ୍ତ ପୁରୁଷର ସହମତି ବିନା ସେହି ସ୍ତ୍ରୀର ସହମତିରେ ଶାରୀରୀକ ସମ୍ପର୍କ ସ୍ଥାପନ କରେ ତାହା ଆଇନଗତ ଭାବେ ବ୍ୟଭିଚାର ଅପରାଧର ଅନ୍ତର୍ଭୁକ୍ତ ଅଟେ । ବ୍ୟଭିଚାର ଅଭିଯୁକ୍ତ ପୁରୁଷ ପାଇଁ ଦଣ୍ଡର ପ୍ରାବଧାନ ଥିଲେ ବି ବ୍ୟଭିଚାରୀ ସ୍ତ୍ରୀ ପାଇଁ ଦଣ୍ଡର ବ୍ୟବସ୍ଥା ଭାରତୀୟ ଆଇନରେ ନାହିଁ । ତେବେ [[ହିନ୍ଦୁ ବିବାହ ଅଧିନିୟମ, ୧୯୫୫]] ର ପ୍ରବଧାନ ଅନୁସାରେ ବ୍ୟଭିଚାର ଭଳି ଅପରାଧରେ ଲିପ୍ତ ଥିବା କାରଣରୁ ପତି କିମ୍ବା ପତ୍ନୀ ନିଜର ଜୀବନ ସାଥୀ ବିରୁଦ୍ଧରେ [[ବିବାହ ବିଚ୍ଛେଦ]] ପାଇଁ ମକଦ୍ଦମା କରିପାରିବେ ।<ref name="LSI">{{cite web|title=Adultery Law in India|url=http://www.legalserviceindia.com/helpline/adultery.htm|website=Legal Service India|accessdate=28 July 2018}}</ref>
== ପରିଭାଷା ==
== ପରିଭାଷା ==



୧୦:୧୯, ୨୮ ଜୁଲାଇ ୨୦୧୮ ଅନୁସାରେ କରାଯାଇଥିବା ବଦଳ

ଭାରତୀୟ ଆଇନରେ ବ୍ୟଭିଚାର

ଭାରତୀୟ ଦଣ୍ଡ ସଂହିତା ର ଧାରା ୪୯୭ ରେ ବ୍ୟଭିଚାରର ପରିଭାଷା ତଥା ବ୍ୟଭିଚାର ନିମନ୍ତେ ଦଣ୍ଡ ବିଷୟରେ ଉଲ୍ଲେଖ ରହିଅଛି । ଏହି ପରିଭାଷା ଅନୁସାରେ ଜଣେ ପୁରୁଷ ଯଦି ଅନ୍ୟ କାହାର ସ୍ତ୍ରୀସହ, ଯାହାକୁ ସେ ଅନ୍ୟର ବିବାହିତ ସ୍ତ୍ରୀ ବୋଲି ଜାଣେ, ଉକ୍ତ ପୁରୁଷର ସହମତି ବିନା ସେହି ସ୍ତ୍ରୀର ସହମତିରେ ଶାରୀରୀକ ସମ୍ପର୍କ ସ୍ଥାପନ କରେ ତାହା ଆଇନଗତ ଭାବେ ବ୍ୟଭିଚାର ଅପରାଧର ଅନ୍ତର୍ଭୁକ୍ତ ଅଟେ । ବ୍ୟଭିଚାର ଅଭିଯୁକ୍ତ ପୁରୁଷ ପାଇଁ ଦଣ୍ଡର ପ୍ରାବଧାନ ଥିଲେ ବି ବ୍ୟଭିଚାରୀ ସ୍ତ୍ରୀ ପାଇଁ ଦଣ୍ଡର ବ୍ୟବସ୍ଥା ଭାରତୀୟ ଆଇନରେ ନାହିଁ । ତେବେ ହିନ୍ଦୁ ବିବାହ ଅଧିନିୟମ, ୧୯୫୫ ର ପ୍ରବଧାନ ଅନୁସାରେ ବ୍ୟଭିଚାର ଭଳି ଅପରାଧରେ ଲିପ୍ତ ଥିବା କାରଣରୁ ପତି କିମ୍ବା ପତ୍ନୀ ନିଜର ଜୀବନ ସାଥୀ ବିରୁଦ୍ଧରେ ବିବାହ ବିଚ୍ଛେଦ ପାଇଁ ମକଦ୍ଦମା କରିପାରିବେ ।[୧]

ପରିଭାଷା

ଆଧାର

  1. "Adultery Law in India". Legal Service India. Retrieved 28 July 2018.