ସାମାଜିକ ଆନ୍ଦୋଳନ
ଦେଖଣା
ସାମୂହିକ ଭାବେ କିଛି ବ୍ୟକ୍ତିବିଶେଷ ଅଥବା ଅନୁଷ୍ଠାନ ଏକ ମହତ କାର୍ଯ୍ୟ ସମ୍ପାଦନ ଏବଂ ଏହାର ବୃହତ୍ତର ଲକ୍ଷ୍ୟ ପୂରଣ କରିବାକୁ ଏକ ପ୍ରକାର ଉଦ୍ୟମ ବଜାୟ ରଖିବାକୁ ସାମାଜିକ ଆନ୍ଦୋଳନ (ସୋସିଆଲ ମୁଭମେଣ୍ଟ) କୁହାଯାଏ । ଆନ୍ଦୋଳନକୁ ସଂମ୍ପୂର୍ଣ କରିବାର ପ୍ରୟାସ ଏହାର ସଦସ୍ୟମାନଙ୍କଠାରେ ଏକ ପ୍ରକାର ନିଶା ଦେଖାଯାଇଥାଏ । ଦାବିଗୁଡିକ ସମୟୋପଯୋଗୀ ହୋଇଥିଲେ ସାମାଜିକ ଆନ୍ଦୋଳନର ଫଳାଫଳ ପ୍ରାୟତଃ ବାଞ୍ଛନୀୟ ହୋଇଥାଏ ।[୧] ୨୦୧୬ ସମୟରେ ଦେଖାଯାଉଥିବା ସାମାଜିକ ଆନ୍ଦୋଳନଗୁଡିକ ହେଲା ଶ୍ରମିକ ସଙ୍ଗଠନ ଆନ୍ଦୋଳନ [୨], ଓଡ଼ିଆ ଭାଷା ସାହିତ୍ୟ ଆନ୍ଦୋଳନ, ନୟାଗଡ଼ ଚାଷୀ ଆନ୍ଦୋଳନ, ମହାନଦୀ ଜଳ ବଞ୍ଚାଅ ଆନ୍ଦୋଳନ, ଭବିଷ୍ୟତ ପାଇଁ ଖଣି ଓ ପାଣି ଆନ୍ଦୋଳନ ଓ ନାରୀ ନିର୍ଯ୍ୟାତନା ବିରୋଧୀ ଆନ୍ଦୋଳନ ।