ବ୍ୟବହାରକାରୀଙ୍କ ଆଲୋଚନା:Jayantanth
This user retire from this wiki. Please contact any active users. Than you.
ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ
[ସମ୍ପାଦନା]ଆଜ୍ଞା ନମସ୍କାର Jayantanth,
ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି । ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ। ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ । ୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ। |
---|
---Srikant Kedia ୧୩:୫୪, ୮ ଅଗଷ୍ଟ ୨୦୧୧ (UTC)
- qqq
- qqq
- qqq
- qqq
aa
[ସମ୍ପାଦନା]{{Ignca|tag=22}}=ASI reports No 22. Indira Gandhi National Centre For The Arts
ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ
[ସମ୍ପାଦନା]ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ
ଆଦରର Jayantanth,
ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ । |
-- ଅଂଶୁମାନ ତାର ଯୋଡ଼ିବେ? ୧୭:୫୯, ୨୫ ଜାନୁଆରୀ ୨୦୧୪ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ
[ସମ୍ପାଦନା]
|
--Aditya Mahar (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)