ପାଗଳ କରିଚୁ ତୁ

ଉଇକିପିଡ଼ିଆ‌ରୁ
ପାଗଳ କରିଚୁ ତୁ
ନିର୍ଦ୍ଦେଶକସୁଶାନ୍ତ ମଣି
ପ୍ରଯୋଜକସୀତାରମ ଅଗ୍ର‌ୱାଲ
ସଂଳାପଶ୍ରୀକାନ୍ତ ଗୌତମ
ଚିତ୍ରନାଟ୍ୟସୁଶାନ୍ତ ମଣି
କାହାଣୀଏସ୍ ନରସିଂହ
କଳାକାରଅମ୍ଳାନ ଦାସ
ରିୟା ଦେ
ମିହିର ଦାସ
ସିଦ୍ଧାନ୍ତ ମହାପାତ୍ର
ପ୍ରିୟଙ୍କା ମହାପାତ୍ର
ବିଜୟ ମହାନ୍ତି
ହରିହର ମହାପାତ୍ର
ସଙ୍ଗୀତବିକାଶ ଦାସ
ଚିତ୍ରଗ୍ରହଣଶୀତାଂଶୁ ମହାପାତ୍ର
ସମ୍ପାଦକସୁଶାନ୍ତ ମଣି
ମୁକ୍ତିଲାଭ ତାରିଖ
୧ ଅକ୍ଟୋବର ୨୦୧୪
ଦେଶ ଭାରତ
ଭାଷାଓଡ଼ିଆ

ପାଗଳ କରିଚୁ ତୁ, ୨୦୧୪ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ର‌ୱାଲ । ଏସ୍ ନରସିଂହ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଶ୍ରୀକାନ୍ତ ଗୌତମ ଚଳଚ୍ଚିତ୍ରଟିର ସଂଳାପ ଏବଂ ଗୀତଗୁଡ଼ିକ ରଚନା କରିଥିଲେ । ନିର୍ଦ୍ଦେଶକ ସୁଶାନ୍ତ ମଣି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବିକାଶ ଦାସ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।[୧][୨][୩]

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅମ୍ଳାନ ଦାସ[୪] ଏବଂ ରିୟା ଦେ[୫][୬] ମିହିର ଦାସ, ସିଦ୍ଧାନ୍ତ ମହାପାତ୍ର, ପ୍ରିୟଙ୍କା ମହାପାତ୍ର, ବିଜୟ ମହାନ୍ତି, ହରିହର ମହାପାତ୍ର ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବିକାଶ ଦାସ । ଶ୍ରୀକାନ୍ତ ଗୌତମ କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ଉଦିତ ନାରାୟଣ, ବିନୋଦ ରାଠୋଡ଼, ନମିତା ଅଗ୍ର‌ୱାଲ, ଦିବ୍ୟା ଦାସ, କୁମାର ସାନୁ ଆଦି କଳାକାରମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ
1."ପାଗଳ କରିଚୁ ତୁ" 
2."ଫୁଲ ରାଶିରେ ମନ ମୋର" 
3."ପ୍ରଥମ ଦେଖାରୁ ଛାତିରେ ଜମାଟ" 
4."ରହିବାକୁ ଦେ ହୃଦୟରେ ତୋର" 
5."ସିନ୍ଦୁର ରକ୍ତ ସିନ୍ଦୁର" 
6."ମୋତେ ପାଳଗ କରିଚୁ ତୁ" 

ଆଧାର[ସମ୍ପାଦନା]

  1. "Pagala Karichu Tu' Odia Film by Sarthak Films releasing on Durga Puja". Odishafiles.com. 2014-09-24. Archived from the original on 2016-04-26. Retrieved 2017-09-23.
  2. "Two Odia films are lined up for release during this Dussehra". Orissadiary.com. 2014-09-30. Archived from the original on 2016-03-04. Retrieved 2017-09-23.
  3. "Odia films set to sizzle festive season". Pratyush Patra/Telegraphindia.com. 2014-09-30.
  4. "ଅମ୍ଳାନଙ୍କ ପାଇଁ ଅଗ୍ନିପରୀକ୍ଷା". ସମ୍ବାଦ. 6 September 2016. Archived from the original on 27 September 2017. Retrieved 23 September 2017.
  5. "କାହିଁକି  ଏହି ନାୟକ ଏବେ  ରୀୟାଙ୍କର ପ୍ରିୟ? | Sambad". Sambad (in Odia). Odisha. 21 September 2018. Archived from the original on 19 August 2020. Retrieved 2 October 2018. {{cite news}}: no-break space character in |title= at position 8 (help)CS1 maint: unrecognized language (link)
  6. "ଅମ୍ଳାନ-ରୀୟା ଯୋଡ଼ିର 'ଲାଗିଲା ରଙ୍ଗ ଗୋଲାପି ଗୋଲାପି'". Sambad (in Odia). 28 April 2023. Archived from the original on 29 September 2023. Retrieved 29 September 2023.{{cite web}}: CS1 maint: unrecognized language (link)
  7. "ଆଜି ପରଦାକୁ ଆସୁଛି ଅମ୍ଳାନଙ୍କ 'ଲାଗେ ପ୍ରେମ ନଜର'". ସମ୍ବାଦ. ଭୁବନେଶ୍ୱର: sambad.in. 8 July 2022. Archived from the original on 24 October 2022. Retrieved 24 October 2022.
  8. "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.

ବାହାର ଆଧାର[ସମ୍ପାଦନା]