ନାରୀ ଆଖିରେ ନିଆଁ

ଉଇକିପିଡ଼ିଆ‌ରୁ
ନାରୀ ଆଖିରେ ନିଆଁ
ନିର୍ଦ୍ଦେଶକସଞ୍ଜୟ ନାୟକ
ପ୍ରଯୋଜକନମିତା ଦାସ
ସସ୍ମିତା ସାମଲ
କାହାଣୀସଞ୍ଜୟ ନାୟକ
କଳାକାରସିଦ୍ଧାନ୍ତ ମହାପାତ୍ର
ଅନୁ ଚୌଧୁରୀ
ମିହିର ଦାସ
ଦେବୁ ବୋଷ
ମୀନକେତନ
ମାମା ମିଶ୍ର
ମେଘନା ମିଶ୍ର
ସଙ୍ଗୀତମଳୟ ମିଶ୍ର
ଚିତ୍ରଗ୍ରହଣରଞ୍ଜନ
ସମ୍ପାଦକବିଶ୍ୱନାଥ ରାଓ
ମୁକ୍ତିଲାଭ ତାରିଖ
୨୦୦୩
ଦେଶ ଭାରତ
ଭାଷାଓଡ଼ିଆ

ନାରୀ ଆଖିରେ ନିଆଁ, ୨୦୦୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ନମିତା ଦାସ ଏବଂ ସସ୍ମିତା ସାମଲ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୧]

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନୁ ଚୌଧୁରୀ, ମାମା ମିଶ୍ର, ମେଘନା ମିଶ୍ର । ସିଦ୍ଧାନ୍ତ ମହାପାତ୍ର, ମିହିର ଦାସ, ଦେବୁ ବୋଷ, ବ୍ରଜ ସିଂହ, ମୀନକେତନ, ବବି ମିଶ୍ର, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ଜୟୀରାମ ସାମଲ, କୁନା ତ୍ରିପାଠୀ, ଦୀପା ସାହୁ, ମିଠୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର[୧] ବସନ୍ତରାଜ ସାମଲ, ଅରୁଣ ମନ୍ତ୍ରୀ, ମଳୟ ମିଶ୍ର, ନିଜାମ୍ ଆଦି ଗୀତିକାରମାନେ ଏହି କଥାଚିତ୍ରଟିରେ ଗୀତ ରଚନା କରିଥିଲେ । ପଙ୍କଜ ଜାଲ୍, ସେଲୁ ମହାନ୍ତି, ଶକ୍ତି ମିଶ୍ର, ଇରା ମହାନ୍ତି, ଟି. ସୌରୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ
1."ମୋର ଆସିଚି ଯୌବନ" 
2."ଏଇ ସୁନ୍ଦର" 
3."ମୁଁ ଅଛି ତୁମେ ନାହଁ" 
4."ଧୀରେ ଧୀରେ ଆସିଲ" 
5."ଯଦି ବାଟରେ ଯାଉ" 
6."ଏଇ ସିନ୍ଦୁର ତମ" 

ଆଧାର[ସମ୍ପାଦନା]

  1. ୧.୦ ୧.୧ "ପୁଣି ଯୋଡି ହେଲେ ଓଲିଉଡର ଏହି ଦୁଇ ସେଲିବ୍ରିଟି | Sambad". Sambad. 7 September 2018. Archived from the original on 22 October 2021. Retrieved 7 September 2018.
  2. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.

ବାହାର ଆଧାର[ସମ୍ପାଦନା]