କଳା ମାଣିକ
ଦେଖଣା
କଳା ମାଣିକ | |
---|---|
ନିର୍ଦ୍ଦେଶକ | ବସନ୍ତ ସାହୁ |
ପ୍ରଯୋଜକ | ବ୍ରଜ ପ୍ରଧାନ |
ସଂଳାପ | ବିଜୟ ମିଶ୍ର |
ଚିତ୍ରନାଟ୍ୟ | ବସନ୍ତ ସାହୁ |
କାହାଣୀ | ବ୍ରଜ ପ୍ରଧାନ |
କଳାକାର | ମିହିର ଦାସ ସିଦ୍ଧାନ୍ତ ମହାପାତ୍ର ମିତା ଅପରାଜିତା ମହାନ୍ତି ଉତ୍ତମ ମହାନ୍ତି |
ସଙ୍ଗୀତ | ସ୍ୱରୂପ ନାୟକ |
ଚିତ୍ରଗ୍ରହଣ | ଶାମ୍ବା ଶିବ ରାଓ |
ସମ୍ପାଦକ | ଦେବନ ମିଶ୍ର[୧][୨] |
ମୁକ୍ତିଲାଭ ତାରିଖ | ୨୦୦୧ |
ଦେଶ | ଭାରତ |
ଭାଷା | ଓଡ଼ିଆ |
କଳା ମାଣିକ, ୨୦୦୧ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।[୩] ବ୍ରଜ ପ୍ରଧାନ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ବିଜୟ ମିଶ୍ର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୪]
ମିହିର ଦାସ, ସିଦ୍ଧାନ୍ତ ମହାପାତ୍ର, ମିତା, ଅପରାଜିତା ମହାନ୍ତି, ଉତ୍ତମ ମହାନ୍ତି, ସ୍ୱରୂପ ମହାନ୍ତି, ଜୟୀରାମ ସାମଲ, ବ୍ରଜ ସିଂହ, ଶ୍ରୀଲେଖା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
[ସମ୍ପାଦନା]- ମିହିର ଦାସ
- ସିଦ୍ଧାନ୍ତ ମହାପାତ୍ର[୫]
- ମିତା
- ଅପରାଜିତା ମହାନ୍ତି
- ଉତ୍ତମ ମହାନ୍ତି
- ସ୍ୱରୂପ ନାୟକ[୬]
- ଜୟୀରାମ ସାମଲ
- ବ୍ରଜ ସିଂହ
- ଶ୍ରୀଲେଖା
କାହାଣୀ
[ସମ୍ପାଦନା]ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ ନାୟକ । ପୂର୍ଣ୍ଣେନ୍ଦୁ ଦାସ କାନୁନ୍ଗୋ, ସଚ୍ଚି ମହାନ୍ତି, ସ୍ୱରୂପ ନାୟକ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଶ୍ରୀକାନ୍ତ ଦାସ, ଗୀତା ଦାସ, ଇରା ମହାନ୍ତି, ଘନଶ୍ୟାମ ପଣ୍ଡା, ପାୟଲ ପଣ୍ଡା, ଟି. ସୌରୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
[ସମ୍ପାଦନା]କ୍ରମ | ଗୀତ | ସମୟ |
---|
ଆଧାର
[ସମ୍ପାଦନା]- ↑ "ଖ୍ୟାତନାମା ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 16 August 2020. Archived from the original on 3 July 2022. Retrieved 16 August 2020.
- ↑ "ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ". Odisha Reporter. ଭୁବନେଶ୍ୱର. 16 August 2020. Archived from the original on 3 July 2022. Retrieved 9 September 2020.
- ↑ ପରିଡ଼ା, ଲକ୍ଷ୍ମଣ କୁମାର (1 July 2003). "ଓଡ଼ିଆ ଚଳଚ୍ଚିତ୍ରରେ ଶ୍ରୀ ଜଗନ୍ନାଥ" (PDF). ଉତ୍କଳ ପ୍ରସଙ୍ଗ (July 2003): 114. Archived from the original (PDF) on 14 October 2020. Retrieved 14 January 2019.
- ↑ "ଏହି ବରିଷ୍ଠ ନିର୍ଦ୍ଦେଶକଙ୍କ ସହ ଏଯାଏ କାମ କରିନାହାନ୍ତି ଅମ୍ଳାନ". ସମ୍ବାଦ. ଭୁବନେଶ୍ୱର: sambad.in. 5 June 2022. Archived from the original on 5 June 2022. Retrieved 5 June 2022.
- ↑ "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
- ↑ ଓଝା, ଶିବଶଙ୍କର (8 February 2018). "ଆଜି ଏହି ଦୁଇ ଓଲିଉଡର ବହୁମୁଖୀ ପ୍ରତିଭାସଂପନ୍ନ ସେଲିବ୍ରିଟିଙ୍କର ଜନ୍ମ ଦିନ". sambad.in. Retrieved 7 May 2018.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ କଳା ମାଣିକ