ସୌଭାଗ୍ୟବତୀ
ଦେଖଣା
ସୌଭାଗ୍ୟବତୀ | |
---|---|
ନିର୍ଦ୍ଦେଶକ | ବସନ୍ତ ସାହୁ |
ପ୍ରଯୋଜକ | ରଣଜିତ ରାଉତ |
ସଂଳାପ | ରମେଶ ପାଣିଗ୍ରାହୀ |
ଚିତ୍ରନାଟ୍ୟ | ବସନ୍ତ ସାହୁ |
କାହାଣୀ | ବସନ୍ତ ସାହୁ |
କଳାକାର | ସିଦ୍ଧାନ୍ତ ମହାପାତ୍ର, ଜ୍ୟୋତି ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି |
ସଙ୍ଗୀତ | ସ୍ୱରୂପ ନାୟକ |
ଚିତ୍ରଗ୍ରହଣ | ଦିଲୀପ ରାୟ |
ସମ୍ପାଦକ | ଅଶୋକ ଶର୍ମା |
ମୁକ୍ତିଲାଭ ତାରିଖ | ୧୯୯୮ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ସୌଭାଗ୍ୟବତୀ, ୧୯୯୮ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରଣଜିତ ରାଉତ । ରମେଶ ପାଣିଗ୍ରାହୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୨]
ସିଦ୍ଧାନ୍ତ ମହାପାତ୍ର, ଜ୍ୟୋତି ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି, ଅଶ୍ରୁମୋଚନ ମହାନ୍ତି, ରାକେଶ ଜୈନ, ଦେବୁ ବୋଷ, ସୁରେଶ ବଳ, ଜୟୀରାମ ସାମଲ, ରବି ମିଶ୍ର, ସରୋଜ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
[ସମ୍ପାଦନା]- ସିଦ୍ଧାନ୍ତ ମହାପାତ୍ର[୩]
- ଜ୍ୟୋତି ମିଶ୍ର
- ମିହିର ଦାସ[୪]
- ଉତ୍ତମ ମହାନ୍ତି
- ଅଶ୍ରୁମୋଚନ ମହାନ୍ତି
- ରାକେଶ ଜୈନ
- ଦେବୁ ବୋଷ
- ସୁରେଶ ବଳ
- ଜୟୀରାମ ସାମଲ
- ରବି ମିଶ୍ର
- ସରୋଜ ଦାସ
କାହାଣୀ
[ସମ୍ପାଦନା]ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ ନାୟକ । ଶ୍ରୀକାନ୍ତ ଦାସ ଓ ସ୍ୱରୂପ ନାୟକ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।
ଗୀତ
[ସମ୍ପାଦନା]କ୍ରମ | ଗୀତ | ସମୟ |
---|
ଆଧାର
[ସମ୍ପାଦନା]- ↑ "ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିବା ଓଡ଼ିଆ ଫିଲ୍ମ" (PDF). ସିନେ ସମ୍ବାଦ. Internet Archive. 2 August 1997. Retrieved 15 July 2020.
- ↑ "ଏହି ବରିଷ୍ଠ ନିର୍ଦ୍ଦେଶକଙ୍କ ସହ ଏଯାଏ କାମ କରିନାହାନ୍ତି ଅମ୍ଳାନ". ସମ୍ବାଦ. ଭୁବନେଶ୍ୱର: sambad.in. 5 June 2022. Archived from the original on 5 June 2022. Retrieved 5 June 2022.
- ↑ "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
- ↑ "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ ସୌଭାଗ୍ୟବତୀ